Posted inଜାତୀୟ

ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଲେ ତାମିଲନାଡୁ ସରକାର

କର୍ନାଟକ, ୨୬ା୧୧: ଥିରୁପାରକୁନ୍ଦ୍ରମ ପାହାଡ଼ ଉପରେ ଥିବା ବିବାଦୀୟ ‘ଦୀପାଥୁନ’ଠାରେ ପାରମ୍ପରିକ ଦୀପ ଜଳାଇବାରେ ବିଫଳ ହୋଇଥିବାରୁ ତାମିଲନାଡ଼ୁ ସରକାର ବୁଧବାର ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି। ରାଜ୍ୟ ବିରୋଧରେ ଅଦାଲତ ଅବମାନନା କାର୍ଯ୍ୟାନୁଷ୍ଠାନ ଦାବି ହେଉଥିବାବେଳେ ସରକାର ଏଥିପାଇଁ ଅରୁଲମିଗୁ ସୁବ୍ରମଣ୍ୟମସ୍ବାମୀ ମନ୍ଦିର କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। ସୁପ୍ରମିକୋର୍ଟ ନିଜ ଆଡ଼ୁ ଅବମାନମା ମାମଲା ରୁଜୁ କରିବାକୁ ମନା କରିଦେଇଥିବାବେଳେ ଯଦି ଏନେଇ କୌଣସି ଆବେଦନ ଦାଖଲ ହୁଏ ତେବେ ତାହାର ଶୁଣାଣି କରିବେ ବୋଲି କହିଛନ୍ତି। ଜଷ୍ଟିସ୍‌ ଅରବିନ୍ଦ କୁମାର ଏବଂ ଜଷ୍ଟିସ୍‌ ବିପୁଲ ଏମ୍‌ ପାଞ୍ଚୋଲିଙ୍କ ଖଣ୍ଡପୀଠ କହିଛନ୍ତି ଯେ ଦୀପ ଜଳାଇବା ଅନୁମତି ଏବଂ ଅଦାଲତ ଅବମାନନା ଆବେଦନଗୁଡ଼ିକର ଦାଖଲ ପ୍ରକ୍ରିୟାକୁ ରେଜିଷ୍ଟ୍ରି ଯାଞ୍ଚ କରିବ। ଗୁରୁବାର କିମ୍ବା ଶୁକ୍ରବାର ଏଗୁଡ଼ିକର ଶୁଣାଣି ହୋଇପାରିବ କି ନାହିଁ କୋର୍ଟ ଦେଖିବେ।
ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅନୁମତି ସତ୍ତ୍ୱେ ସୋମବାର ଥିରୁପାରକୁନ୍ଦ୍ରମର ପାରମ୍ପରିକ ଉଚିପିଲ୍ଲୈୟାର ମଣ୍ଡପମରେ ହିଁ ବାର୍ଷିକ କାର୍ତ୍ତିକ ଦୀପମ ଜଳାଯାଇଥିଲା ଏବଂ ପାହାଡ଼ ଉପରେ ଥିବା ଦୀପାଥୁନ ଠାରେ ଦୀପ ଜଳିନଥିଲା। ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶକୁ କର୍ତ୍ତୃପକ୍ଷ ଜାଣିଶୁଣି ଏଡ଼ାଇ ଯାଇଥିବା ଅଭିଯୋଗ କରି ନିର୍ଦ୍ଦେଶର ଇଚ୍ଛାକୃତ ଅବମାନନା ପାଇଁ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ନିଜଆଡ଼ୁ ଅଦାଲତ ଅବମାନନା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ଆବେଦନକାରୀଙ୍କ ଓକିଲ ଶୀର୍ଷ କୋର୍ଟଙ୍କୁ ଅନୁରୋଧ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୦ କୋଟି ପାଇବେ ବୈଭବ! ହଇଚଇ ସୃଷ୍ଟି କଲା ପୂର୍ବତନ କ୍ରିକେଟର୍‌ଙ୍କ ବୟାନ, କହିଲେ-ଇତିହାସର ସବୁଠାରୁ…

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟରେ ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ରେ ୟୁଏଇ…

ବାଲାଜୀ ମନ୍ଦିରକୁ ୧୬୦ କୋଟିର ସୁନା ଦାନକେଲ ବ୍ୟବସାୟୀ, ଟ୍ରକ୍‌ରେ ବୋହି ଆଣିଲେ

ନୂଆଦିଲ୍ଲୀ,୨୬।୧୧: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁମଳା ତିରୁପତି ବାଲାଜୀ ମନ୍ଦିରକୁ ଜଣେ ଭକ୍ତଙ୍କ ପକ୍ଷରୁ ଦିଆଯିବାକୁ ଯାଉଛି ଏକ ବିରାଟ ସୁନା ଦାନ । ଗୁରୁବାର ଭଗବାନ ବେଙ୍କଟେଶ୍ୱରଙ୍କୁ…

ବିନା ହିଜାବରେ ଗାଇବାରୁ ଗାୟିକା ପରାସ୍ତୁ ଅହମଦିଙ୍କୁ ୭୪ ଥର ଚାବୁକମାଡ଼

ତେହରାନ,୨୬ା୧୧: ଇରାନର ଏକ ପୋଲିସ ହାଜତରେ ମହସା ଅମିନିଙ୍କ ମୃତ୍ୟୁ ଘଟଣାକୁ ନେଇ ବାଧ୍ୟତାମୂଳକ ହିଜାବ ଆଇନ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ହୋଇଥିଲା। ଏହାର ୪ ବର୍ଷ…

ଟି-୨୦ରେ ୨୦୦ ରନ କରିବି… ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଭବିଷ୍ୟବାଣୀ, ଏହି କ୍ରିକେଟର୍‌ଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ପରବର୍ତ୍ତୀ ଲକ୍ଷ୍ୟ ସ୍ଥିର କରିଛନ୍ତି। ଟି-୨୦ କ୍ରିକେଟ୍‌ରେ ୨୦୦ ରନ୍‌ର ଐତିହାସିକ ଇନିଂସ ଖେଳିବାକୁ…

ଭିତ୍ତିଭୂମି ସରଞ୍ଜାମ ଉତ୍ପାଦନ କ୍ଷେତ୍ରରେ ଚାଇନାକୁ ଟକ୍କର

ନୂଆଦିଲ୍ଲୀ,୨୬ା୧୧: ନିର୍ମାଣ ଓ ଭିତ୍ତିଭୂମି କ୍ଷେତ୍ରରେ ଉପଯୋଗ ହେଉଥିବା ଭାରି ଯନ୍ତ୍ରପାତି ଉତ୍ପାଦନ ଦିଗରେ ଚାଇନାକୁ ଟକ୍କରଦେବା ପାଇଁ କେନ୍ଦ୍ର କ୍ୟାବିନେଟ ଏମ୍‌ଏସ୍‌ଏମ୍‌ଇ ପାଇଁ ୧୧,୦୦୦ କୋଟି…

ଇନଫ୍ଲୁଏନସରଙ୍କୁ ମାନହାନି ନୋଟିସ ପଠାଇଲେ ଶାହରୁଖ ଖାନ, ଅନନ୍ତ ଅମ୍ୱାନୀଙ୍କ ସହ କଥାବାର୍ତ୍ତା ଭିଡିଓକୁ ନେଇ ବଢ଼ିଲା ବିବାଦ

ମୁମ୍ୱାଇ: ବଲିଉଡ ସୁପରଷ୍ଟାର୍‌ ଶାହରୁଖ ଖାନ (Shah Rukh Khan) କଥିତ ଭାବେ ଜଣେ ସୋସିଆଲ ମିଡିଆ ଇନଫ୍ଲୁଏନସରଙ୍କୁ ଏକ ‘ମାନହାନିକାରକ’ (defamatory) ଇନଷ୍ଟାଗ୍ରାମ ରିଲ ପାଇଁ…

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡରେ ଲୋକାଲ୍‌ ମ୍ୟାଚ୍‌ ଖେଳିଲେ ପନ୍ତ, ୨୧ ବଲ୍‌ରେ ପିଟିଲେ ୫୪ ରନ୍‌

ନୂଆଦିଲ୍ଲୀ,୨୬।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଜବରଦସ୍ତ ଫର୍ମରେ ନଜର ଆସିଛନ୍ତି ଭାରତୀୟ ଷ୍ଟାର ବ୍ୟାଟର ଋଷଭ ପନ୍ତ । ନଭେମ୍ବର ୨୭ରୁ କ୍ରାଇଷ୍ଟଚର୍ଚ୍ଚରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କ ଫିଟିଲା ଭାଗ୍ୟ: ଏବେ ହେବ ଟଙ୍କା ବର୍ଷା

ନୂଆଦିଲ୍ଲୀ,୨୬।୧୧:କ୍ରିକେଟ ପଡ଼ିଆରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ୍‌ରୁ ବାହାରିଥିବା ରନ୍‌ର ସୁନାମି ଏବେ କେବଳ କ୍ରିକେଟ ଜଗତରେ ସୀମିତ ହୋଇ ରହିନାହିଁ। ଏହାର ପ୍ରଭାବ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?