Posted inଜାତୀୟ

ତାମିଲନାଡୁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ ୩ ବର୍ଷ ଜେଲ-୫୦ ହଜାର ଜରିମାନା ଦଣ୍ଡାଦେଶ…

ଚେନ୍ନାଇ,୨୧।୧୨ : ବେଆଇନ ଭାବେ ସମ୍ପତ୍ତି ଠୁଳ କରିଥିବା ମାମଲାରେ ମାଡ୍ରାସ ହାଇକୋର୍ଟ ତାମିଲନାଡୁର ଉଚ୍ଚଶିକ୍ଷା ମନ୍ତ୍ରୀ କେ ପୋନମୁଡିଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୋନମୁଡି ଏବଂ ତାଙ୍କ ସ୍ତୀଙ୍କ କୋର୍ଟ ୫୦ ଲକ୍ଷ ଟଙ୍କା ଲେଖାଏଁ ଜରିମାନା ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ସେ ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଉଥିବାରୁ କୋର୍ଟ ମନ୍ତ୍ରୀଙ୍କ ଦଣ୍ଡକୁ ୩୦ ଦିନ ପାଇଁ ସ୍ଥଗିତ ରଖିଛନ୍ତି।

ନିମ୍ନ ଅଦାଲତ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। ବର୍ତ୍ତମାନ ସେହି ରାୟକୁ ମାଡ୍ରାସ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଯଦି ସୁପ୍ରିମକୋର୍ଟ ଏହି ଦଣ୍ଡ କାଏମ ରଖନ୍ତି, ତେବେ ସେ ତାଙ୍କର ବିଧାୟକ ଏବଂ ମନ୍ତ୍ରୀ ପଦ ହରାଇବେ।

ଦୁର୍ନୀତି ନିବାରଣ ଆଇନର ଧାରା ୧୩ (୨) (୧) (ଇ) ଅନୁଯାୟୀ ଦଣ୍ଡନୀୟ ଅପରାଧ ତାଙ୍କ ବିରୁଦ୍ଧରେ ପ୍ରମାଣିତ ହୋଇଛି। ଏହିପରି ବିଭାଗଗୁଡିକ ଜଣେ ସରକାରୀ କର୍ମଚାରୀଙ୍କ ଅପରାଧିକ ଦୁଷ୍କର୍ମ ଏବଂ ବେଆଇନ ରୋଜଗାର ସହ ଜଡିତ। କୋର୍ଟ କହିଛନ୍ତି ମନ୍ତ୍ରୀଙ୍କ ସ୍ତ୍ରୀ ପି. ବିଶାଲାକ୍ଷୀଙ୍କ ବିରୁଦ୍ଧରେ ହୋଇଥିବା ଅଭିଯୋଗ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୧୦୯ ଅନୁସାରେ ଦୁର୍ନୀତି ନିବାରଣ ଆଇନର ସମାନ ବିଭାଗରେ ପ୍ରମାଣିତ ହୋଇଛି। ବିଚାରପତିମାନେ ଉଭୟ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ ପ୍ରମାଣ ପାଇିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri