Advertisement
Posted inଜାତୀୟ

କର୍ମୀଙ୍କୁ ଟେକା ଫିଙ୍ଗିଲେ ମନ୍ତ୍ରୀ

ଥିରୁଭାଲୁର,୨୫ା୧: ତାମିଲନାଡୁର ଜଣେ ମନ୍ତ୍ରୀ ଦଳୀୟ କର୍ମୀଙ୍କ ଉପରକୁ ଟେକା ଫିଙ୍ଗିବା ବେଳର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଥିରୁଭାଲୁର ଜିଲାରେ ଏକ କାର୍ଯ୍ୟକ୍ରମରେ ଡିଏମ୍‌କେ ନେତା ତଥା ତାମିଲନାଡୁ ମନ୍ତ୍ରୀ ଏସ୍‌.ଏମ୍‌. ନାସାର ବସିବା ପାଇଁ ଚେୟାର ଆଣିବାରେ ବିଳମ୍ବ ହେବାରୁ ସେ ଉତ୍‌କ୍ଷିପ୍ତ ହୋଇ ଦଳୀୟ କର୍ମୀମାନଙ୍କୁ ଟେକା ଫିଙ୍ଗିଥିଲେ। ଚେୟାର ଆଣିବାରେ କ’ଣ ପାଇଁ ଏତେ ବିଳମ୍ବ ହେଲା କହି ମନ୍ତ୍ରୀ ଖୁବ୍‌ ଜୋର୍‌ରେ ପାଟି କରୁଥିବା ଭିଡିଓରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମ୍ୟାନ ଭର୍ସେସ ଓ୍ବାଇଲ୍ଡ’ରେ ରଜନୀକାନ୍ତଙ୍କ ଲୁକ୍ସକୁ ପସନ୍ଦ କରୁଛନ୍ତି ଦର୍ଶକେ

ମୁମ୍ବାଇ,୧୦।୩: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ୬୯ ବର୍ଷ ବୟସରେ ବି ପ୍ରଶଂସକଙ୍କ ମନରେ ଘର କରି ରହିଛନ୍ତି। ଏବେବି ଦର୍ଶକେ ତାଙ୍କୁ ସେହି ସୁପରଷ୍ଟାର ବୋଲି...

ରିଷି କହୁଥିଲେ ନିଚ୍ଛକ କଥା: ପିତା ରାଜକପୁରଙ୍କ ବିବାହ ପରର ସମ୍ପର୍କରେ ନିଜ ପୁସ୍ତକରେ କରିଥିଲେ ଉଲ୍ଲେଖ

ମୁମ୍ବାଇ,୩୦।୪: ବଲିଉଡ୍‌ର ରୋମାଣ୍ଟିକ୍‌ ଅଭିନେତା ରିଷି କପୁର ସବୁବେଳେ ନିଚ୍ଛକ  କଥା ହିଁ କହୁଥିଲେ। ଏଥିପ୍ରତି ତାଙ୍କର ଭୟ ବି ନ ଥିଲା। ଯାହା ସତ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଧନୀ ପ୍ରାର୍ଥୀଙ୍କ ପାଖରେ ୪ଶହ ୧୭ କୋଟି ଥିବାବେଳେ ଗରିବ ପ୍ରାର୍ଥୀଙ୍କ ପାଖରେ ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୭।୪: ଏପ୍ରିଲ୍‌ ୧୮ରେ ହେବ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୪ଶହ ୨୩ ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ...

କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ

ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା...

ପୃଥିବୀର ୪୮.୭ କୋଟି ହ୍ବାଟସଆପ୍‌ ୟୁଜରଙ୍କ ଡାଟା ହ୍ୟାକ, ୬୧.୬୨ ଲକ୍ଷ ଭାରତୀୟଙ୍କ ଫୋନ୍‌ ନମ୍ବର ସାମିଲ…

ନୂଆଦିଲ୍ଲୀ,୨୭।୧୧ : ହ୍ୟାକର୍ସ ସମଗ୍ର ପୃଥିବୀର ୪୮.୭ କୋଟି ହ୍ବାଟସଆପ୍‌ ୟୁଜରଙ୍କ ଡାଟା ହ୍ୟାକ କରି ଏହାକୁ ଇଣ୍ଟରନେଟରେ ବିକ୍ରୟ ପାଇଁ ଛାଡିଛନ୍ତି। ସେଥିମଧ୍ୟରୁ ୬୧.୬୨...

ଭାରତ ଯୋଡ଼ୋ ଯାତ୍ରା ଆୟୋଜକଙ୍କୁ ଭର୍ତ୍ସନା

କୋଚି,୨୪ା୯(ପି.ଟି.): କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ପାଇଁ ଜାତୀୟ ରାଜପଥ ସମେତ ବିଭିନ୍ନ ରାସ୍ତା ପାର୍ଶ୍ୱରେ ଫ୍ଲେକ୍ସ ବୋର୍ଡ ଓ ବ୍ୟାନର ଲଗାଯାଇଥିବାରୁ ଏହାର ଆୟୋଜକଙ୍କୁ...

ସଂଘର୍ଷରେ ମରିଛନ୍ତି ୪ ଚାଇନା ସୈନ୍ୟ

ନୂଆଦିଲ୍ଲୀ, ୨୦।୨: ପୂର୍ବ ଲଦାଖର ଗଲ୍‌ଓ୍ବାନ୍‌ ଉପତ୍ୟକାରେ ଗତବର୍ଷ ଜୁନ୍‌ରେ ଭାରତୀୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ହୋଇଥିଲା। ସେଥିରେ ୨୦ ଭାରତୀୟ...

ବୀର ଯବାନଙ୍କ ଉପରେ ଦେଶ ଗର୍ବ କରେ: ପ୍ରତିରକ୍ଷା ମନ୍ତ୍ରୀ

କୁପଓ୍ବାଡା,୧୮।୭: ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଲଦ୍ଦାଖ ଓ ଜମ୍ମୁ-କଶ୍ମୀର ଗସ୍ତର ଆଜି ହେଉଛି ଦ୍ୱିତୀୟ ଦିନ। ଶନିବାର ସେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ବିପିନ...

Advertisement
Archives

Model This Week