Posted inଜାତୀୟ

ଘରୁ ଫେରାର ହେବା ପରେ ପୋଲିସକୁ ସୁରକ୍ଷା ମାଗିଲେ ମନ୍ତ୍ରୀଙ୍କ ଝିଅ

ବେଙ୍ଗାଲୁରୁ,୯।୩: ଘରୁ ଫେରାର ହୋଇ ଜଣେ ବ୍ୟବସାୟୀଙ୍କୁ ବିବାହ କରିଥିବା ତାମିଲନାଡୁ ମନ୍ତ୍ରୀଙ୍କ ଝିଅ ବେଙ୍ଗାଲୁରୁରେ ପୋଲିସ ଠାରୁ ସୁରକ୍ଷା ଦାବି କରିଛନ୍ତି। ପେଶାରେ ଡାକ୍ତର ଥିବା ଜୟକଲ୍ୟାଣି ହେଉଛନ୍ତି ହିନ୍ଦୁ ଧାର୍ମିକ ଏବଂ ଚାରିଟେବୁଲ ଏଣ୍ଡୋମେଣ୍ଟ ମନ୍ତ୍ରୀ ପି କେ ସେକର ବାବୁଙ୍କ ଝିଅ। ସେ ବେଙ୍ଗାଲୁରୁ ସହର ପୋଲିସ କମିଶନର କମଲ ପନ୍ତଙ୍କୁ ସୁରକ୍ଷା ପାଇଁ ଅନୁରୋଧ କରିଛନ୍ତି।

ଗଣମାଧ୍ୟମକୁ ଜୟକଲ୍ୟାଣି କହିଛନ୍ତି, ସେ ନିକଟରେ ସତିଶ କୁମାରଙ୍କୁ ବିବାହ କରିଛନ୍ତି। ୬ ବର୍ଷ ଧରି ସତିଶଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା। ନିଜ ଓ ସ୍ବାମୀଙ୍କ ଜୀବନ ପ୍ରତି ବିବଦ ଥିବାରୁ ସେ ପୋଲିସ ସୁରକ୍ଷା ମାଗିଛନ୍ତି। ଅନ୍ୟପକ୍ଷରେ ମନ୍ତ୍ରୀ ଝିଅ ନିଖୋଜ ହୋଇଯାଇଥିବା ନେଇ ଅଭିଯୋଗ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କୁ ଅପହରଣ କରି ନିଜ ଝିଅ ସହ ବିବାହ କରାଇଲେ

ପାଟନା,୧ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ...

୨୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଇଡି ଅଧିକାରୀ

ଚେନ୍ନାଇ,୧।୧୨: ଲାଞ୍ଚ ନେବାବେଳେ ଧରା ପଡିଛନ୍ତି ଜଣେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର(ଇଡି) ଅଧିକାରୀ। ତାମିଲନାଡୁରେ କଥିତ ରୂପେ ଲାଞ୍ଚ ନେବାବେଳେ ଜଣେ ଇଡି ଅଧିକାରୀ ଧରାପଡିଛନ୍ତି। ତାମିଲନାଡୁର...

ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା

କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ...

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍‌ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ...

ୟୁସିସି ଲାଗୁ କରିବା ନେଇ କେନ୍ଦ୍ରକୁ ଦେଇ ପାରିବେନି ନିର୍ଦ୍ଦେଶ, ଯାଚିକା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧।୧୨: ସମାନ ନାଗରିକ ସଂହିତା ଲାଗୁ କରିବା ନେଇ ଦାଖଲ କରାଯାଇଥିବା ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହି ମାମଲାର ଶୁଣାଣି କରି କୋର୍ଟ...

୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର...

ମନକଥା କହିଲେ ରାହୁଲ ଗାନ୍ଧୀ, ଲେଖକ ହେବାର ଇଛା ଥିଲା ହେଲେ…

କନ୍ନୁର,୧।୧୨:କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେରଳର କନ୍ନୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ମନକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଲେଖକ ହେବାକୁ...

ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri