Posted inଜାତୀୟ

ତ୍ରିଭାଷୀ ସୂତ୍ରକୁ ତାମିଲନାଡୁର ବିରୋଧ

ଚେନ୍ନାଇ, ୪ା୮: ନୂତନ ଜାତୀୟ ଶିକ୍ଷାନୀତିରେ ତ୍ରିଭାଷୀ ସୂତ୍ର ଦୁଃଖଦ ଓ ଯନ୍ତ୍ରଣାଦାୟକ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ କହିବା ସହ ଏହାକୁ କାର୍ଯ୍ୟକାରୀ ହେବାକୁ ଦେବେନାହିଁ ବୋଲି କହିଛନ୍ତି। ତାମିଲନାଡୁର ପିଲାମାନଙ୍କ ଉପରେ ହିନ୍ଦୀ ଭାଷାକୁ ଜୋରଜବରଦସ୍ତ ଲାଗୁ କରିବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଆନ୍ନା ଦୁରାଇ, ଏମ୍‌ଜିଆର ଏବଂ ଜୟଲଲିଥା ବିରୋଧ କରିଆସୁଥିଲେ। ଉକ୍ତ ଆଭିମୁଖ୍ୟକୁ ପାଲାନିସ୍ବାମୀ ସମର୍ଥନ କରିବା ସହ ତ୍ରିଭାଷୀ ସୂତ୍ରର ପୁନର୍ବିଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଛନ୍ତି। ୧୯୬୫ରେ ହିନ୍ଦୀକୁ ସରକାରୀ ଭାଷା କରିବା ପାଇଁ ତତ୍କାଳୀନ କଂଗ୍ରେସ ସରକାର ଉଦ୍ୟମ କରିବାରୁ ତାମିଲନାଡୁରେ ଆନ୍ଦୋଳନ ହୋଇଥିଲା।
ଯଦିଓ ନୂତନ ଶିକ୍ଷାନୀତିରେ ତିନି ଭାଷା ସମ୍ପର୍କରେ ନିଷ୍ପତ୍ତି ରାଜ୍ୟଗୁଡ଼ିକ ଉପରେ ଛାଡ଼ିଦିଆଯାଇଛି, ତେବେ ହିନ୍ଦୀଭାଷାକୁ ଲାଗୁ କରିବା ପାଇଁ କେନ୍ଦ୍ରର ଏହା ଏକ କୌଶଳପୂର୍ଣ୍ଣ ଉଦ୍ୟମ ବୋଲି ତାମିଲନାଡୁର ରାଜନୈତିକ ଦଳଗୁଡ଼ିକ ଭାବୁଛନ୍ତି। କେନ୍ଦ୍ର କୌଣସି ରାଜ୍ୟରେ କୌଣସି ଭାଷାକୁ ଲାଗୁ କରିବ ନାହିଁ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଟୁଇଟ୍‌ ମାଧ୍ୟମରେ ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri