Posted inଫୁରସତ

ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ

ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍‌ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର କାରଣ ଜଣାପଡ଼ି ନାହିଁ। ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ସେ ନେଇ ଲୋକେ ପ୍ରଶ୍ନ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଜ୍‌ ଉପରେ ବରବଧୂଙ୍କ ସହ ଏଭଳି ବ୍ୟବହାର କଲେ ଅତିଥି; ଚକିତ ହେଲେ…

ସୋସିଆଲ ମିଡିଆରେ ବିବାହର ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥିଲେ। ସେଥିରୁ କିଛି ଚକିତ କରୁଥିଲେ ହେଁ କିଛି ବାରମ୍ବାର ଦେଖିବାକୁ ବାଧ୍ୟ କରିଥାଏ। ବିବାହରେ...

ଏହି ଦେଶରେ ରହିଛି ସମୁଦ୍ର ମନ୍ଥନରେ ମିଳିଥିବା ଅମୃତ କଳସ

ଇଣ୍ଡୋସେନିଆର ଏକ ମନ୍ଦିରରେ ସମୁଦ୍ର ମନ୍ଥନ ସମୟରେ ମିଳିଥିବା ଅମୃତ କଳସ ଥିବା କୁହାଯାଉଛି। କଂଡି ସୁକୁହ ନାମକ ଏହି ମନ୍ଦିରରେ ଏମିତି ଏକ କଳସ...

ଶାରଦୀୟ ନବରାତ୍ର: ରାଶି ଅନୁସାରେ କରନ୍ତୁ ପୂଜା, ପାଇବେ ଶୁଭଫଳ

ଶାରଦୀୟ ନବରାତ୍ର ପୂଜା ରବିବାରଠାରୁ ଆରମ୍ଭ ହୋଇଯାଇଛି। ଦୀର୍ଘ ୯ ଦିନ ଧରି ସାରା ଦେଶରେ ମହାମାୟୀ ପୂଜା ପାଇବେ। ଏହି ୯ ଦିନକୁ ମହାନବରାତ୍ର...

ପଞ୍ଜାବୀ କହିବ ଏବଂ ବୁଝିବ ଏହି ରୋବଟ

ପଞ୍ଜାବରେ ଲୋକେ ପଞ୍ଜାବୀ ଭାଷାରେ କଥାବାର୍ତ୍ତା କରିଥାନ୍ତି। କିଛି ଦେଶରେ ମଧ୍ୟ ପଞ୍ଜାବୀ ଭାଷାରେ ଲୋକେ କଥା ହୁଅନ୍ତି। ବିଶ୍ୱର ଅନ୍ୟ ଭାଗରେ ଯେଉଁଠି ଭାରତୀୟମାନେ...

ଆଜି ଶତାବ୍ଦୀର ସବୁଠୁ ବଡ଼ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ନଭେମ୍ବର ୧୯ରେ ଅର୍ଥାତ୍‌ ଆଜି ଶତାବ୍ଦୀର ବୃହତ୍ତମ ଏବଂ ଦୀର୍ଘତମ ଚନ୍ଦ୍ରଗ୍ରହଣ ହେବ। କାର୍ତ୍ତିକ ପୂର୍ଣ୍ଣିମା ଦିନ ଏଥର ଚନ୍ଦ୍ର ଗ୍ରହଣଙ୍କ...

ପାଣିରେ ଚାଲିବ ଗାଡି: ମାଇଲେଜ୍‌ ଦେବ ୩୦ କି.ମି.

ହାଇଦ୍ରାବାଦ,୪।୧୨: ଦିନକୁ ଦିନ ପ୍ରଦୂଷଣର ମାତ୍ରା ବଢ଼ୁଥିବା ବେଳେ ଗ୍ଲୋବାଲ ଓ୍ବାର୍ମିଂ ମଧ୍ୟ ବଢ଼ି ବଢ଼ି ଚାଲିଛି। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ହାଇଦ୍ରାବାଦର...

ଏକାଥରକେ ପିଇଦେଲେ ୧୦ ବୋତଲ ମଦ, ଜାଣନ୍ତୁ ପରିଣାମ କ’ଣ ହେଲା

ଚାଇନାର ଜଣେ ବ୍ୟକ୍ତି ୧୦ ବୋତଲ ମଦ ଏକାଥରକେ ପିଇଦେଇଥିଲେ। ଏହାର ପରିଣାମ ଯାହା ହେଲା ତାହା ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ଚାଇନାର ହୁ...

ବିଶ୍ୱର ସବୁଠୁ ବଡ଼ ବେଙ୍ଗ, ଓଜନ ୩ କେଜିରୁ ଊର୍ଦ୍ଧ୍ୱ

ବର୍ଷାଋତୁରେ ବିଭିନ୍ନ ପ୍ରକାର ବେଙ୍ଗ ଦେଖିବାକୁ ମିଳିଥାନ୍ତି। ସାଧାରଣତଃ ଗୋଟିଏ ବେଙ୍ଗର ଓଜନ ଅଧକେଜିରୁ ଏକ କେଜି ଭିତରେ ହୋଇଥାଏ। କିନ୍ତୁ ଏମିତି ଏକ ପ୍ରଜାତିର...

Advertisement
Archives

Model This Week