ଚଟ୍ଟୋଗ୍ରାମ୍ (ବାଂଲାଦେଶ), ୮ା୭ (ପି.ଟି.): ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଉପଦେଶ କ୍ରମେ ଅବସରରୁ ଓହରିଯାଇଛନ୍ତି ବାଂଲାଦେଶର ଷ୍ଟାର କ୍ରିକେଟର ତାମିମ ଇକବାଲ। ୩୪ ବର୍ଷୀୟ ତାମିମ ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜରେ ଦଳର ନେତୃତ୍ୱ ନେଉଥିଲେ। ମାତ୍ର ବୁଧବାର ପ୍ରଥମ ମ୍ୟାଚରେ ବାଂଲାଦେଶ ହାରିଯିବାର ଦିନକ ପରେ ସେ ତାଙ୍କର ଅବସର ଘୋଷଣା କରିଥିଲେ। ତାମିମ କହିଛନ୍ତି, ପ୍ରଧାନମନ୍ତ୍ରୀ ତାଙ୍କ ବାସଭବନକୁ ଆମନ୍ତ୍ରଣ କରିଥିଲେ। ସେ ତାଙ୍କ ଉପଦେଶ ଦେଇ ଦେଶ ପାଇଁ ପୁଣି ଖେଳିବା ଲାଗି କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଭଳି ବ୍ୟକ୍ତି କଥାକୁ ସେ ଭାଙ୍ଗିପାରିବେ ନାହିଁ। ନିଷ୍ପତ୍ତିରୁ ଓହରିଯିବା ପଛରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ସଭାପତି ପାପନ ନାଜମୁଲ ହସନ ଏବଂ ମାଶ୍ରାଫି ମୋର୍ତ୍ତାଜାଙ୍କ ଭୂମିକା ରହିଛି।
LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…
ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…
ଚଳନ୍ତା ଟ୍ରେନ୍ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…
ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…
ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…
ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…
ବିଦ୍ୟୁତ୍ କାଟ୍କୁ ନେଇ ବଢୁଛି ଅସନ୍ତୋଷ
ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…
୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା
ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…
ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ
ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…
ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ
ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍ସି ବିପକ୍ଷ ଗେମ୍ ପୂର୍ବରୁ ଇରାନ…
ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା
ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…
Archives

