ପର୍ଯ୍ୟଟକ ଅପେକ୍ଷାରେ ତାମ୍ପରା: କରୋନା ଜିରୋ ଆକ୍ଟିଭ ହେଲେ ଖୋଲିବ

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠରେ ରହିଛି ଆକର୍ଷଣୀୟ ତାମ୍ପରା ହ୍ରଦ। ଏହାକୁ ନୂଆରୂପ ଦେଇ ପାର୍କ ପ୍ରତିଷ୍ଠା ହୋଇଛି। ଉଦ୍‌ଘାଟନ ପରଠାରୁ କରୋନା ଯୋଗୁ ଏହା ବନ୍ଦ ରହିଛି। କରୋନା କଟକଣା ମାନିବା ସହ କୋଭିଡ୍‌ ଜିରୋ ଆକ୍ଟିଭ କେଶ ହେଲେ ଏହା ଜନସାଧାରଣଙ୍କ ପାଇଁ ଖୋଲିବା ନେଇ ଆଶା ପ୍ରକଟ କରି ସୋମବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେବା ସହ ଫଟୋ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଏସ୍‌ ଅଫ ନୟାଗଡ଼ ସିଜିନ୍‌ ୨: ବାଜି ମାରିଲେ ମୋନାଲିସା

ନୟାଗଡ଼ ଅଫିସ,୯ା୧୨: ଜିଲାର ଯୁବ କଣ୍ଠଶିଳ୍ପୀଙ୍କୁ ଲୋକଲୋଚନ ଆଣିବା ଲକ୍ଷ୍ୟରେ ନୟାଗଡ଼ କ୍ଲବ ପକ୍ଷରୁ ଆୟୋଜିତ ଭଏସ୍‌ ଅଫ ନୟାଗଡ଼ ସିଜିନ୍‌-୨ରେ ମୋନଲିସା ସ୍ବାଇଁ ବାଜି...

ଡିଆରଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ: ୧୦ରେ ଆସିବେ ଜେନେରାଲ ମ୍ୟାନେଜର

ରୂପ୍‌ସା, ୮।୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନର ରେଳବାଇ ମ୍ୟାନେଜର (ଡିଆରଏମ୍‌) ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ତୃତୀୟଥର ପାଇଁ ବାଲେଶ୍ୱର ଜିଲା ଅଧିନ ରୂପ୍‌ସା ରେଳ ଜଙ୍କଶନ...

ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ...

ଶିକ୍ଷାନୀତିର ପରିବର୍ତ୍ତନ ଜରୁରୀ: ଅନନ୍ତ

ଭୋଗରାଇ, ୫।୮(ଡି.ଏନ.ଏ.)- ଶିକ୍ଷାନୀତିର ପରିବର୍ତ୍ତନ କରାଯାଇ ସାରାଦେଶରେ ଏକକ ପରୀକ୍ଷା କରାଯିବା ଜରୁରୀ ହୋଇପଡ଼ିଛି। ପ୍ରଚଳିତ ଶିକ୍ଷା ବ୍ୟବସ୍ଥାରେ ପ୍ରାଥମିକ ସ୍ତରରେ ଛାତ୍ରୀଛାତ୍ରଙ୍କ ଗୁଣାତ୍ମକ ଶିକ୍ଷା...

ଡିକି ଭାଙ୍ଗି ୨୫ ହଜାର ଲୁଟ୍‌

ଫୁଲବାଣୀ ଅଫିସ, ୨୩ା୯- ଫୁଲବାଣୀ ସହରରେ ଲୁଟେରା ମାତିଛନ୍ତି। ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହେଉନାହିଁ। ସୋମବାର ଏକ ବାଇକ୍‌ର ଡିକି ଭାଙ୍ଗି ୨୫ ହଜାର...

ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୧୨ – ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲାର ବିଚାର କରି ଅନୁଗୋଳ ଜିଲା ଓ ଦୌରାଜଜ୍‌ କୋର୍ଟ ଅଭିଯୁକ୍ତ ସ୍ବାମୀ ଅନୁଗୋଳ...

ସମ୍ମାନିତ ହେଲେ କରୋନା ଯୋଦ୍ଧା

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍‌ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ,...

ବାର ଅନୁଯାୟୀ ଖୋଲିବ ବଜାର

ଅନୁଗୋଳ ଅଫିସ, ୨୨।୪ – ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ...

Advertisement


Archives

Model This Week