ଓ୍ବେବ ସିରିଜ୍‌ ‘ତାଣ୍ଡବ’ରେ ହେବ ପରିବର୍ତ୍ତନ

ନୂଆଦିଲ୍ଲୀ,୧୯।୧: ଆମାଜନ ପ୍ରାଇମରେ ଗତ ଶୁକ୍ରବାର ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’ର କିଛି ଦୃଶ୍ୟ ଓ ଡାଇଲଗରେ ପରିବର୍ତ୍ତନ କରାଯିବ। ଏ ନେଇ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ମେକର୍ସ। ୯ ଏପିସୋଡ୍‌ ବିଶିଷ୍ଟ ଓ୍ବେବ ସିରିଜ୍‌ ରିଲିଜ ହେବା ପରେ ବିବାଦରେ ଘେରି ହୋଇଯାଇଛି। ଏହି ଓ୍ବେବ ସିରିଜରେ ଅଭିନେତାମାନେ ହିନ୍ଦୁ ଦେବାଦେବୀଙ୍କୁ ଅପମାନ ଦେଉଥିବାର କିଛି ଦୃଶ୍ୟ ରହିଛି। ଏହାକୁ ବିରୋଧ କରି ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶରେ ମାମଲା ଦାୟର ହୋଇଥିଲା। ଏ ସଂକ୍ରାନ୍ତରେ ଆମାଜନ ପ୍ରାଇମଠାରୁ ରିପୋର୍ଟ ତଲବ କରିଥିଲା କେନ୍ଦ୍ରର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ। ଏହାପରେ ଓ୍ବେବ ସିରିଜ୍‌ର ନିର୍ଦ୍ଦେଶକ ଅଲି ଆବାସ ଜାଫର ନିଃସର୍ତ୍ତରେ କ୍ଷମା ପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ରାଜ କୁନ୍ଦ୍ରାଙ୍କ ଅଡୁଆ, ମନି ଲଣ୍ଡରିଂ ମାମଲାରେ ଇଡି ଦାଖଲ କଲା ଏଫଆଇଆର

ମୁମ୍ବାଇ,୧୮ ।୫: ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ସ୍ୱାମୀ ତଥା ବିଜନେସମ୍ୟାନ ରାଜ କୁନ୍ଦ୍ରାଙ୍କ ଅଡୁଆ ବଢିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ତାଙ୍କ ବିରୋଧରେ ଏଫଆଇଆର୍ ଦାଖଲ...

ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ନେଲେ ତାମିଲିସାଇ

ହାଇଦ୍ରାବାଦ,୮।୯: ତାମିଲିସାଇ ସୁନ୍ଦରରାଜନ ରବିବାର ତେଲେଙ୍ଗାନା ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ପେଶାରେ ତାମିଲିସାଇ ଜଣେ ଡାକ୍ତର ହୋଇଥିବା ବେଳେ ସେ ତେଲେଙ୍ଗାନାର ପ୍ରଥମ...

ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଦିନ ପିଛା ୯୦ ହଜାରରୁ ଅଧିକରେ ପହଞ୍ଚିଛି।...

ଭୂକମ୍ପ ଯୋଗୁ ଲୋକେ ଆତଙ୍କିତ: ଚିନ୍ତା କରୁଛନ୍ତି ଏହି ଉପାୟ…

ନୂଆଦିଲ୍ଲୀ, ୧୧।୮: ଦିଲ୍ଲୀ ସମତେ ଦେଶର କେତେକ ଅଞ୍ଚଳରେ ଲଗାତାର ଭୂକମ୍ପ ହେଉଥିବାରୁ ଲୋକେ ଆତଙ୍କିତ ହେଉଛନ୍ତି। ଏନେଇ ଘରର ସୁରକ୍ଷା ପାଇଁ ସେମାନେ ବୀମା...

ଆସନ୍ତାକାଲି ବାରଣାସୀ ଗସ୍ତ କରିବେ ମୋଦି

ନୂଆଦିଲ୍ଲୀ,୧୫।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବୃୟାରୀ ୧୬ରେ ନିଜ ନିର୍ବାଚନମଣ୍ଡଳୀ ବାରାଣସୀକୁ ଗସ୍ତ କରିବେ। ଚଳିତ ବର୍ଷ ମୋଦିଙ୍କର ଏହା ପ୍ରଥମ କାଶୀ ଗସ୍ତ। ରବିବାର...

୫୦ ଲକ୍ଷ ଟଙ୍କା ପ୍ରଶ୍ନର ଉତ୍ତର ଦେଇପାରିଲେ ନାହିଁ ଅମିର

ଲୋକପ୍ରିୟ ଟିଭି ଶୋ’ କୌନ ବନେଗା କରୋଡପତି ସିଜିନ୍‌ ୧୪ ଆରମ୍ଭ ହୋଇଯାଇଛି। ଚଳିତ ସିଜିନ୍‌ର ପ୍ରଥମ ଏପିସୋଡରେ ଅଭିନେତା ଅମିର ଖାନ ହଟ ସିଟରେ...

‘ଦେଶଦ୍ରୋହୀଙ୍କୁ ଗୁଳି କର’ ସ୍ଲୋଗାନ ଦେଇ ୩ ଭାଜପା କର୍ମକର୍ତ୍ତା ଗିରଫ

କୋଲକାତା,୨।୩: ପଶ୍ଚିମବଙ୍ଗ କୋଲକାତାରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ଆୟୋଜିତ ଏକ ରାଲିରେ ଯୋଗଦେଇଥିଲେ। ଏହି ଅବସରରେ ୩ ଭାଜପା...

ବାବ୍ରି ମାମଲାର ରାୟ ଦେଇଥିବା ବିଚାରପତିଙ୍କ ସୁରକ୍ଷା ବୃଦ୍ଧିକୁ ନା

ନୂଆଦିଲ୍ଲୀ,୩।୧୧: ବାବ୍ରି ମସ୍‌ଜିଦ ଭଙ୍ଗ ମାମଲାର ରାୟ ଶୁଣାଇଥିବା ବିଚାରପତି ସୁରେନ୍ଦ୍ର କୁମାର ଯାଦବଙ୍କ ସୁରକ୍ଷା ବୃଦ୍ଧି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଛନ୍ତି। ୨୦୧୫ରୁ...

Advertisement
Archives

Model This Week