ତନେଇରାର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ

ଭୁବନେଶ୍ୱର,୨୧।୧୨: ଟାଟା ଗ୍ରୁପ୍‌ର ସ୍ବତନ୍ତ୍ର ପରିଧାନ ବ୍ରାଣ୍ଡ୍‌ ତନେଇରାର ଭୁବନେଶ୍ୱର ଆଉଟ୍‌ଲେଟ୍‌ ପକ୍ଷରୁ ଶୋ’ରୁମ୍‌ର ପ୍ରଥମ ବର୍ଷର ପୂର୍ତ୍ତି ଉତ୍ସବ ବୁଧବାର ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଉଟ୍‌ଲେଟ୍‌ ପକ୍ଷରୁ ଏକ ଖରବଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ତନେଇରାର ଆର୍‌ବିଏମ୍‌ ସୁମିତ ଘୋଷ ଏବଂ ଆଉଟ୍‌ଲେଟ୍‌ ସ୍ବତ୍ୱାଧିକାରୀ ତଥା ବିଏ ମାଣିକ ହଂସ ଯୋଗଦେଇ ଉଭୟ ତନେଇରା ଓ ଭୁବନେଶ୍ୱର ଷ୍ଟୋର ସମ୍ପର୍କରେ ବିସ୍ତୃତ ମତପ୍ରକାଶ କରିଥିଲେ। ଏହି ଅବସରରେ ତନେଇରା ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଣ୍ଟିନ ଷ୍ଟୋର ପକ୍ଷରୁ ଏକ ସ୍ବତନ୍ତ୍ର ଅଫର ସମ୍ପର୍କରେ ଘୋଷଣା କରାଯାଇଥିଲା। ଏପରିକି ପ୍ରତି ୨୦,୦୦୦ ଟଙ୍କାର କ୍ରୟ ବିଲିଂ କିମ୍ବା ତା’ଠାରୁ ଅଧିକ କ୍ରୟ ବିଲିଂ ଉପରେ ଗ୍ରାହକଙ୍କୁ ତନିସ୍କର ଏକ ଆକର୍ଷଣୀୟ ସ୍ବର୍ଣ୍ଣ ମୁଦ୍ରା (୦.୦୨ ଗ୍ରାମ ମୁଦ୍ରା) ଅଫର ଆକାରର ଦିଆଯାଉଛି। ଏହି ଅଫର ୨୦୨୩ ଡିସେମ୍ବର ୨୪ ପର୍ଯ୍ୟନ୍ତ ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ତନେଇରାରେ ଦେଶର ପ୍ରମୁଖ ବୁଣାକାର ସମିତି ଓ ସୋସାଇଟିର ଲୋକପ୍ରିୟ ତଥା ପ୍ରିମିୟମ ଶାଢ଼ି ସାଙ୍ଗକୁ ରେଡି ଟୁ ଓ୍ବେୟର ବ୍ଲାଉଜ ଓ କୁର୍ତ୍ତା ସେଟର ବ୍ୟାପକ ସମ୍ଭାର ଉପଲବ୍ଧ। ଏପରିକି ୨୨୦୦ ଟଙ୍କାରୁ ୨,୨୦,୦୦୦ ଟଙ୍କାର ଶାଢ଼ି ଏଠାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri