ଟାଙ୍ଗୀ ଖବରଦାତା ସଂଘ ପାଳନ କଲା ଶ୍ରମିକ ଦିବସ

ନିରାକାରପୁର, ୧।୫(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତ ସ୍ଥିତ ଶ୍ରୀରାମ ମନ୍ଦିରରେ ଥିବା ପାଠାଘର କକ୍ଷରେ ଗୁରୁବାର ଟାଙ୍ଗୀ ବ୍ଲକ ଖବରଦାତା ସଂଘ ପକ୍ଷରୁ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି ପଦ୍ମାଲାଭ ବିଶ୍ୱାଳ ପୌରାହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ପୂର୍ବତନ ସରପଞ୍ଚ ବିପିନ କୁମାର ଜୟସିଂହ,ମୁଖ୍ୟ ବକ୍ତା ଡ଼ ପୂର୍ଣଚନ୍ଦ୍ର ଦାଶ,ପୂର୍ବତନ ଅଧ୍ୟାପକ ଚନ୍ଦ୍ର ଶେଖର ଦାଶ, ରାମଦାୟ ପରିଷଦର ସମ୍ପାଦକ ଗଙ୍ଗାଧର ତ୍ରିପାଠୀ,ସମ୍ପାଦକ ମନୋଜ କୁମାର ପଟ୍ଟନାୟକ, ମାନସ ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ଅତିଥିଭାବରେ ଯୋଗ ଦେଇ ଦୁଇ ଜଣ ନିର୍ମାଣ ଶ୍ରମିକଙ୍କୁ ମାନପତ୍ର, ଫୁଲଗୁଚ୍ଛ ଓ ଉପଢୌକାନ ଦେଇ ସମ୍ବର୍ଦ୍ଧନା କରିଥିଲେ। ଶେଷରେ ଖବରଦାତା ହିମାଂଶୁ ଭୂଷଣ ଚମ୍ପତ୍ତିରାୟ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଖବରଦାତା ଉମେଶ ଚନ୍ଦ୍ର ପଟ୍ଟନାୟକ, ସୁକାନ୍ତ ଜିତ ପଟ୍ଟନାୟକ, ମନୋଜ କୁମାର ନାଇ ଦାମୋଦର ସାହୁ, ପ୍ରକାଶ କୁମାର ବଳିୟାରସିଂହ, ଶ୍ୟାମାସୁନ୍ଦର ପଟ୍ଟନାୟକ, ମନୋଜ ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri