ତନିଷ୍କର ‘ଧରୋହର କଲେକ୍ସନ’

ଭୁବନେଶ୍ୱର,୩୧।୧୦ (ଅନୁରାଧା ମହାରଣା): କାନଫୁଲ ହେଉ କି ହାର, ଚୁଡ଼ି ସବୁଥିରେ ଭାରତର ଐତିହ୍ୟ ଓ କାଳଜୟୀ ପରମ୍ପରା ଦେଖିବାକୁ ମିଳିବ। ଦୀପାବଳି ଅବସରରେ ଦେଶର ଅନ୍ୟତମ ଅଗ୍ରଣୀ ଗହଣା ପ୍ରତିଷ୍ଠାନ ତନିଷ୍କ ଗ୍ରାହକଙ୍କ ପାଇଁ ‘ଧରୋହର’ କଲେକ୍ସନ ପ୍ରସ୍ତୁତ କରିଛି। ଏଥିରେ ସୁନ୍ଦର କଳାକୃତି ମାଧ୍ୟମରେ ତନିଷ୍କ ପୁରୁଣା ଏବଂ ନୂତନ ପରମ୍ପରା ମଧ୍ୟରେ ଏକ ସଂଯୋଗ ସୃଷ୍ଟି କରିବାକୁ ପ୍ରୟାସ କରାଯାଇଛି। ଏନେଇ ସୋମବାର ଭୁବନେଶ୍ୱରରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ତନିଷ୍କର ବିଜନେସ୍‌ ଆସୋସିଏଟ୍‌ ଯୋଗେନ୍ଦ୍ର ହଂସ କହିଛନ୍ତି ଦେଶର ଏହି ପ୍ରମୁଖ ଗହଣା ପ୍ରତିଷ୍ଠାନ ‘ଧରୋହର’ କଲେକ୍ସନ ଜରିଆରେ ଐତିହ୍ୟ ଏବଂ ଅତୀତର ସେତୁ ମାଧ୍ୟମରେ ପିଢ଼ିମାନଙ୍କୁ ବାନ୍ଧୁଛି। ସେହିପରି ରିଜିଓନାଲ ବିଜ୍‌ନେସ୍‌ ମ୍ୟାନେଜର ଆଲୋକ ରଞ୍ଜନ କହିଛନ୍ତି, ‘ଧରୋହର’ କଲେକ୍ସନରେ ପ୍ଲେନ ଗୋଲ୍ଡ, ଭିଣ୍ଟେଜ ଏବଂ କୁନ୍ଦନ ଗହଣା ଡିଜାଇନ ରହିଛି। ମହିଳାମାନେ ଭାରତୀୟ ପରମ୍ପରାର ରକ୍ଷକ ହୋଇଥିବାବେଳେ ଏହି ଗହଣା ତାଙ୍କୁ ସ୍ବତନ୍ତ୍ର ଲୁକ୍‌ ଦେବ।
ଦକ୍ଷ କାରିଗରଙ୍କ ଦ୍ୱାରା ଏହି ‘ଧରୋହର’ କଲେକ୍ସନ ପ୍ରସ୍ତୁତ କରାଯାଉଛି। ଚଣ୍ଡକ ୱାର୍କ, ରାସ ରାଓ୍ବା, ସୂକ୍ଷ୍ମ ତାରକସି କାମ ଦ୍ୱାରା ‘ଧରୋହର’ କଲେକ୍ସନର ପ୍ରତ୍ୟେକ ଗହଣାରେ ଭାରତୀୟ ପରମ୍ପରା ପ୍ରତିଫଳିତ ହେଉଛି। ଥପା ୱାର୍କ ସହ ଚୋକର, ନେକଲେସ୍‌ ତାରକସି ନେକଲେସ ସେଟ, କୁନ୍ଦନ କାର୍ଯ୍ୟରେ କ୍ଲାସିକ ସେଟ ବ୍ୟତୀତ ନେକଲେସ ସେଟ, ଚୁଡି, ବ୍ରେସଲେଟ୍‌ ଓ ହାତମୁଦି ମଧ୍ୟ ଏଥିରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ମଝି ଆକାଶରେ ଗାଏବ ହୋଇଗଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଆଜିଠୁ ଟୋଲ୍ ପ୍ଲାଜାରେ ନୂଆ ନିୟମ, ଦେଇପାରିବେନି ନଗଦ ଟଙ୍କା

ନୂଆଦିଲ୍ଲୀ,୧୦।୪: ବଦଳିଗଲା ଟୋଲ୍ ପ୍ଲାଜା ନିୟମ । ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(NHAI)  ଟୋଲ୍ ଆଦାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରିବାକୁ ନିଷ୍ପତ୍ତି ନେଇଛି  । ଏହି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri