ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌ ଭାବେ ତନିସ୍କ ଏହାକୁ ଗ୍ରାହକ ନିକଟରେ ଉପସ୍ଥାପନ କରିଛି। ରିଭା ନିଜର ବିବିଧ ବିବାହ ସମ୍ଭାର ସହିତ ଆଧୁନିକ ଓଡ଼ିଶାର କନ୍ୟାମାନଙ୍କ ବିଭିନ୍ନ ଆବଶ୍ୟକତା ଅନୁଯାୟୀ ଉତ୍କୃଷ୍ଟ ଡିଜାଇନ୍‌ ସହିତ ଉନ୍ନତ କାରିଗରି ପ୍ରତିପାଦନ କରୁଛି। ସେହିଭଳି ତନିସ୍କର ରିଭା ସମ୍ଭାର ସୁନ୍ଦରତା ଏବଂ ପରମ୍ପରାର ଏକ ଉଦାହରଣ ଭାବେ ଠିଆ ହୋଇଛି। ଏପରିକି ଏହାର ସୂକ୍ଷ୍ମ କାରିଗରି, ଯାହା ଗୁଣବତ୍ତା, ନୈତିକତା ଏବଂ ଭବ୍ୟତାର କାହାଣୀ ବର୍ଣ୍ଣନା କରିଥାଏ। ରିଭା କେବଳ ଅଳଙ୍କାର ଯୋଗାଇବାରେ ସୀମିତ ନ ରହି ପ୍ରତ୍ୟେକ କନ୍ୟାର ଏହା ଅନନ୍ୟ ଯାତ୍ରା ସହିତ ଜଡିତ ରହି ନିଜର ପ୍ରତିବଦ୍ଧତାକୁ ପ୍ରତିପାଦନ କରୁଛି। ରିଭା ଅତି ଯନତ୍ର ସହିତ ନିର୍ମିତ ସମ୍ଭାରକୁ ଗ୍ରାହକଙ୍କ ନିକଟରେ ପରଷିଥାଏ, ଯାହା ସମଗ୍ର ଭାରତରେ ଆଧୁନିକ କନ୍ୟାମାନଙ୍କ ପାଇଁ ଭରସାଯୋଗ୍ୟ ପସନ୍ଦ ଭାବେ ଠିଆ ହୋଇଛି, ରିଭାଠାରୁ ବ୍ରାଇଡାଲ୍‌ ଟ୍ରାଉଜ୍‌ ପରିସର ପାରମ୍ପରିକ, ସମ୍ଭ୍ରାନ୍ତ ଏବଂ ସୂକ୍ଷ୍ମ କାରିଗରି ଦକ୍ଷତାର ପ୍ରତିଫଳନ ସହ ତିଆରି ହୋଇଛି, ଯାହା ଦ୍ୱାରା କନ୍ୟା (ବ୍ରାଇଡ) ନିଜର ବିଶେଷ ଦିନର ପ୍ରତିଟି ମୁହୂର୍ତ୍ତକୁ ସ୍ମରଣୀୟ କରିପାରିବ। ଆଞ୍ଚଳିକ ଡିଜାଇନକୁ ଆଞ୍ଚଳିକ ଛାପ ସହିତ ସୁନା, ହୀରା, ଗ୍ଲାସ୍‌ କୁନ୍ଦନ ଏବଂ ପୋକ୍ଟିକୁ ନେଇ ରିଭା ଏକ ବ୍ୟାପକ ଗହଣା ସମ୍ଭାର ଗ୍ରାହକଙ୍କ ନିକଟରେ ପରଷିଥାଏ, ଯାହା ସୁନିଶ୍ଚିତ କରେ ଯେ ପ୍ରତ୍ୟେକ କନ୍ୟା ତାଙ୍କ ବାହାଘର ଭଳି ବିଶେଷ ଦିନରେ ନିଜର ସୌନ୍ଦର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଯଥେଷ୍ଟ ହୋଇପାରିବ। ମୁଖ୍ୟ ବିବାହ ସମାରୋହର ବ୍ୟତିରେକେ ରିଭା ବିବାହ ସହିତ ସଶ୍ଳିଷ୍ଟ ବିଭିନ୍ନ ଉତ୍ସବ ପାଇଁ ସୁସଜ୍ଜିତ ଅଳଙ୍କାର ସମ୍ଭାର ଉପସ୍ଥାପନ କରିଥାଏ, ଯାହାକି ହଳଦୀଠାରୁ ଆରମ୍ଭ କରି ରିସେପ୍ସନ୍‌ ପର୍ଯ୍ୟନ୍ତ ସମସ୍ତ ଉତ୍ସବର ପ୍ରତ୍ୟେକ ଦିଗ ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରଯୁଜ୍ୟ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri