ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ ଯୁଗର ରାଣୀ ବା ମହିଳାମାନଙ୍କୁ ସମ୍ମାନ ଜଣାଇ ଏହି କଲେକ୍ସନର ଶୁଭାରମ୍ଭ କରାଯାଇଛି। ନିର୍ଭୀକ ଆଧୁନିକତା ଏବଂ ସୁନ୍ଦରତା ମଧ୍ୟରେ ଉପଯୁକ୍ତ ସନ୍ତୁଳନକୁ ଏହା ପରିପ୍ରକାଶ କରୁଛି। ବିଶେଷକରି ଉତ୍ସବ ଋତୁର ରାଜକୀୟ ଜୋଶ୍‌କୁ ପାଳନ କରିବା ପାଇଁ ଏହି ଗହଣାଗୁଡ଼ିକୁ ଡିଜାଇନ୍‌ କରାଯାଇଛି। ସେହିଭଳି ରୟାଲ୍‌ କୋର୍ଟ, ସାନ୍‌ଦାର ପ୍ରାସାଦ ଏବଂ ଐତିହ୍ୟର ଭବ୍ୟତା ଦ୍ୱାରା ଅନଚପ୍ରାଣିତ ‘ନବ-ରାଣୀ’ କଲେକ୍ସନ ସମସାମୟିକ ଚମତ୍କାରିତା ସହିତ ସୂକ୍ଷ୍ମ କାରୁକାର୍ଯ୍ୟପୂର୍ଣ୍ଣ ତଥା ଜଟିଳ ହସ୍ତକଳାକୁ ମିଶାଇ ପାରମ୍ପରିକ ଗହଣାକୁ ପୁନଃ ପରିଭାଷିତ କରିଛି। ଏପରିକି ଅସାଧାରଣ କାରିଗରି ଯେପରି ମିରର୍‌-ଫିନିସ୍‌ ଗ୍ଲାସ୍‌ ଏନାମଲ ୱାର୍କ ଏବଂ ଓମ୍ବ୍ରେ ଇଫେକ୍ଟ ସହ ରଙ୍ଗ ବେରଙ୍ଗ କୁନ୍ଦନ କାମ ସହ ସର୍ବୋତ୍ତମ କାରିଗରିକୁ ଏ କଲେକ୍ସନ ବିସ୍ତୃତ ଭାବେ ଦର୍ଶାଉଛି। ଏହି ସିଗ୍‌ନେଚର ଟେକ୍‌ନିକ୍‌ଗୁଡ଼ିକ ସୂକ୍ଷ୍ମ ଜାଲି ପାଟର୍ନ, କାଳଜୟୀ ‘ରାଶ ରଭା ଏବଂ ପର୍ତାଜ ଟେକ୍‌ନିକ୍‌ ଓ ଅତି ସୁନ୍ଦର ଚଣ୍ଡକ ଏବଂ କାଲ୍‌ଗି ମୋଟିଫ୍‌ ସହ ଆସୁଛି,ଏହି ଗହଣା ସମ୍ଭାର ସୁନ୍ଦରତା ବାହାରେ ପ୍ରତି ମହିଳାଙ୍କ ମଧ୍ୟରେ ଥିବା ରାଜକୀୟ ମହତ୍ତ୍ୱକୁ ପାଳନ କରୁଛି। ଏ ସମ୍ପର୍କରେ ଟାଇଟନ କମ୍ପାନୀ ଲିମିଟେଡ୍‌ର କ୍ଲଷ୍ଟର ବିଜ୍‌ନେସ୍‌ ମ୍ୟାନେଜର ଅରିନ୍ଦମ ପ୍ରାମାଣିକ କହିଛନ୍ତି, ଆମେ ଆମର ନୂତନ କଲେକ୍ସନ ‘ନବ-ରାଣୀ’ କୁ ଅନାବରଣକରି ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri