ତନିସ୍କର ପୂଜା କଲେକ୍ସନ ‘ସାଜ୍‌’

ଭୁବନେଶ୍ୱର,୫।୧୦ ପ୍ରମୁଖ ଗହଣା ବ୍ରାଣ୍ଡ୍‌ ତନିସ୍କ ପକ୍ଷରୁ ଏହାର ଏକ୍ସକ୍ଲୁସିଭ ପୂଜା କଲେକ୍ସନ ‘ସାଜ୍‌’ର ଉନ୍ମୋଚନ କରାଯାଇଛି। ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ତନିସ୍କ ଷ୍ଟୋରରେ ତନିସ୍କର ଏବିଏମ୍‌ ଅରିନ୍ଦମ ପ୍ରାମାଣିକ ଏବଂ ଷ୍ଟୋର ପକ୍ଷରୁ ଲିପ୍‌ସା ହଂସ ଉପସ୍ଥିତ ରହି ଏହାକୁ ବଜାର ପ୍ରବେଶ କରାଇଥିଲେ। ପାର୍ବଣକୁ ଧ୍ୟାନରେ ରଖି କମ୍ପାନୀ ଏଭଳି ପଦକ୍ଷେପ ଗ୍ରହଣ କରିଛି। ନୂଆ କଲେକ୍ସନଗୁଡ଼ିକୁ ନିଖୁଣ ଭାବେ ଡିଜାଇନ କରାଯାଇଛି। ଗହଣାଗୁଡ଼ିକ ପାରମ୍ପରିକ ସହ ଅତ୍ୟାଧୁନିକ ଏବଂ ସମସାମୟିକ ଛାପ ରହିଛି। ସେହିଭଳି ପାର୍ବଣ ଉପଲକ୍ଷେ ତନିସ୍କ ଆକର୍ଷଣୀୟ ଅଫର ଘୋଷଣା କରିଛି। ଗ୍ରାହକ ସୁନାର ଗଢ଼ାମୂଲ୍ୟ ଏବଂ ହୀରାର ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତ ରିହାତି ପାଇପାରିବେ। ଏହି ଅଫର ସୀମିତ ସମୟ ଲାଗି ଉପଲବ୍ଧ ରହିବ। ନୂଆ କଲେକ୍ସନକୁ ତନିସ୍କର ମାଷ୍ଟର କାରିଗରଙ୍କ ଦ୍ୱାରା ଅତ୍ୟନ୍ତ ନିଖୁଣ ଭାବେ ଡିଜାଇନ କରାଯାଇଛି। ବଙ୍ଗାଳୀ ଏବଂ ଓଡିଆ କାରିଗରମାନେ ସାଜ୍‌ର ପ୍ରତ୍ୟେକ ପିସ୍‌କୁ ଡିଜାଇନ କରିଥିବା ବେଳେ ଏହା ମଧ୍ୟରେ ପଟିହାର, ସୀତାହାର, ଚାନ୍ଦବାଲି, ଝୁମକା, ରାଣୀହାର, ବାଲା, ଚୁଡି, ଚୁଡ୍‌, ମନ୍ତସା, ଖଡୁ, ଶଙ୍ଖା ଏବଂ ଆହୁରି ଅନେକ ଗହଣା ଡିଜାଇନ ରହିଛି।
ସିଗ୍‌ନେଚର ତନିସ୍କ ଷ୍ଟାଇଲରେ ଏସବୁକୁ ପ୍ରସ୍ତୁତ କରାଯାଇଛି। ନୂଆ କଲେକ୍ସନ ମାତ୍ର ୧୦ ହଜାର ଟଙ୍କାରୁ ଆରମ୍ଭ ହେଉଛି। ଓଡ଼ିଶାରେ ଥିବା ସମସ୍ତ ତନିସ୍କ ଷ୍ଟୋରରେ ଏହା ଉପଲବ୍ଧ ହେବ। ‘ଉତ୍ସବ ଆମର, ସାଜସଜ୍ଜା ବି ଆମର’ କ୍ୟାମ୍ପେନ ଜରିଆରେ ତନିସ୍କ ଓଡ଼ିଆ ମହିଳାଙ୍କୁ ନିଜ ପାଇଁ ଉପଯୁକ୍ତ ସାଜ୍‌ ପସନ୍ଦ କରିବାକୁ ଅନୁରୋଧ କରିଛି। ଏଥି ସହିତ ଚଳିତ ପାର୍ବଣରେ ଘରକୁ ସମୃଦ୍ଧି ଆଣିବାରେ ଏହା ଯୋଗଦାନ ରଖିବ ବୋଲି ଷ୍ଟୋର ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତ୍ୟେକ ଓଡିଆ ମହିଳାଙ୍କୁ ସଜେଇବା ଲାଗି ଏଭଳି ବିଭିନ୍ନ ଡିଜାଇନ ପ୍ରସ୍ତୁତ କରାଯାଇଥିବା ଟାଇଟାନ କମ୍ପାନୀ ଲିମିଟେଡର ପୂର୍ବାଞ୍ଚଳ ବ୍ୟବସାୟ ମୁଖ୍ୟ ଅମିତ ଧରାପ କହିଛନ୍ତି। ୧୫୦ ଗହଣା ପିସ୍‌ ଏହି କଲେକ୍ସନରେ ରହିଛି, ଯାହା ପାର୍ବଣକୁ ଉତ୍ସବମୁଖର କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri