ତନିସ୍କର ନୂଆ ପାର୍ବଣ କଲେକ୍ସନ‘ଏକତ୍ୱମ’

ଭୁବନେଶ୍ୱର : ପ୍ରମୁଖ ଜୁଏଲେରି ବ୍ରାଣ୍ଡ ତନିସ୍କ ପକ୍ଷରୁ ପାର୍ବଣ ଉପଲକ୍ଷେ ନୂଆ ‘ଏକତ୍ୱମ’ କଲେକ୍ସନ ଶୁଭାରମ୍ଭ କରାଯାଇଛି। ଦେଶର ଶ୍ରେଷ୍ଠ କାରିଗିରଙ୍କ ଦ୍ୱାରା ଏହି କଲେକ୍ସନ ପ୍ରସ୍ତୁତ କରାଯାଇଛି। ଏହା ଏକତାକୁ ଦର୍ଶାଉଛି। ଦେଶର ବିଭିନ୍ନ ପ୍ରାନ୍ତରେ ରହିଥିବା ପ୍ରାୟ ୧୧ ସ୍ବତନ୍ତ୍ର ଆର୍ଟ ଫର୍ମକୁ ଏଥିରେ ସ୍ଥାନିତ କରାଯାଇଛି। ଏକତାର ମୂଲ୍ୟବୋଧ ଏବଂ ସୁନ୍ଦରତା ଏହି କଲେକ୍ସନରେ ପ୍ରତିଫଳିତ ହୋଇଛି। ଏଥିରେ ଶ୍ରେଷ୍ଠ କାରିଗରଙ୍କ କଳାକୁ ସମ୍ମାନ କରାଯାଇଛି। ବିଭିନ୍ନ ପ୍ରାନ୍ତର କଳାକୁ ଏକୀକରଣ କରାଯିବାକୁ ସହ ଏହି କଲେକ୍ସନକୁ ମାଷ୍ଟରପିସ୍‌ ଭାବେ ଗଢ଼ି ତୋଳାଯାଇଛି। ଏଥିରେ ଗ୍ରାହକ ଆକର୍ଷଣୀୟ ଡିଜାଇନ ପାଇପାରିବେ। ଏକତା ଏବଂ ଆଧୁନିକତାର ମିଳନ ସହ ନକାଶି, ରାଓ୍ବା, କିଟ୍‌ କିଟା, ଚାଣ୍ଡକ ଲେୟାରିଂ ଭଳି ସ୍ବତନ୍ତ୍ର କାରିଗରି ଏଠାରେ ଗ୍ରାହକ ଲାଭ କରିପାରିବେ। ସୂକ୍ଷ୍ମ ପ୍ୟାଟର୍ନ ଏବଂ ନିପୁଣ ହସ୍ତକଳାର ପ୍ରତିଫଳନ କଲେକ୍ସନରେ ରହିଥିବା ବେଳେ କାରିଗରିର ଉତ୍କୃଷ୍ଟତା ରହିଥିବା କମ୍ପାନୀ ପକ୍ଷରୁ ସୂଚନା ରହିଛି। ଭାରତୀୟ କଳାର ସ୍ବତନ୍ତ୍ରତା ସହ ଏକତା ଏବଂ ସୁନ୍ଦରତାର ସମ୍ମିଶ୍ରଣ ଏହି କଲେକ୍ସନରେ ସ୍ଥାନିତ କରାଯାଇଥିବା ଟାଇଟାନ କମ୍ପାନୀ ଲିମିଟେଡ୍‌ର ମୁଖ୍ୟ ଡିଜାଇନର ଅଫିସର ସୁଶ୍ରୀ ରେବତୀ କାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

୨୫ ବର୍ଷ ମଧ୍ୟରେ ଯାହା ହୋଇନଥିଲା ତାହା ଏବେ ଘଟୁଛି… କାହିଁକି ଦ୍ରୁତ ଗତିରେ ସୁନା ବିକ୍ରି କରୁଛି ରୁଷିଆ? ଜାଣିଲେ…

ନୂଆଦିଲ୍ଲୀ,୩୦।୩: ରୁଷିଆ ୨୫ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଏହାର କେନ୍ଦ୍ରୀୟ ବ୍ୟାଙ୍କ ଭଣ୍ଡାରରୁ ସୁନା ବିକ୍ରୟ ଆରମ୍ଭ କରିଛି। ବର୍ଲିନ ସ୍ଥିତ ଏକ ଖବର ସଂସ୍ଥାର…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri