ତନିସ୍କର ନୂତନ କଲେକ୍ସନ ‘ସଙ୍ଗ୍‌ ଅଫ୍‌ ସୁନ୍ଦରବନ୍‌’

ଭୁବନେଶ୍ୱର,୧୮।୭ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବବୃହତ୍‌ ଗହଣା ରିଟେଲ ବ୍ରାଣ୍ଡ୍‌ ‘ତନିସ୍କ’ର ନୂତନ କଲେକ୍ସନ ‘ସଙ୍ଗ୍‌ ଅଫ୍‌ ସୁନ୍ଦରବନ୍‌’ର ଆନୁଷ୍ଠାନିକ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥିତ ତନିସ୍କ ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ତନିସ୍କର ଏବିଏମ୍‌ ଆର୍ଯ୍ୟେନ୍ଦୁ ବୁନ୍ଦେଲଙ୍କ ସମେତ ବିଏ ଯୋଗେନ୍ଦ୍ର ହଂସ, ମାଣିକ ହଂସ, ଅକ୍ଷୟ ହଂସ ଏବଂ ବିବେକ ହଂସ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ତନିସ୍କର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଫେଷ୍ଟିଭାଲ ଅଫ୍‌ ଡାଇମଣ୍ଡ୍‌ସ’ର ମଧ୍ୟ ଶୁଭାରମ୍ଭ କରାଯାଇଥିଲା।

ସେହିଭଳି ତନିସ୍କ ପକ୍ଷରୁ ହୀରା ଗହଣାର ମୂଲ୍ୟ ଉପରେ ୨୦% ପର୍ଯ୍ୟନ୍ତ ସ୍ବତନ୍ତ୍ର ରିହାତି ପ୍ରଦାନ କରାଯାଉଛି। ଏହା ସହ ଗ୍ରାହକ ୧୦୦% କରେଣ୍ଟ ଭାଲ୍ୟୁ ସହ ନିଜ ପୁରୁଣା ସୁନାକୁ ବଦଳାଇ ଆକର୍ଷଣୀୟ ନୂଆ ହୀରା ଗହଣା ମଧ୍ୟ ପାଇପାରିବେ। ଏପରିକି ହୀରା କାନଫୁଲ, ବ୍ରେସ୍‌ଲେଟ୍‌, ନେକ୍‌ଲେସ୍‌, ମୁଦି ଏବଂ ଅନ୍ୟାନ୍ୟ ଗହଣାର ବିସ୍ତୃତ ତଥା ନୂତନ ଡିଜାଇନ ମଧ୍ୟ ପାଇପାରିବେ। ସେହିପରି ତନିସ୍କର ‘ଫେଷ୍ଟିଭାଲ ଅଫ୍‌ ଡାଇମଣ୍ଡ୍‌ସ’ କାର୍ଯ୍ୟକ୍ରମ ଜରିଆରେ ଗ୍ରାହକ ୧୦,୦୦୦ ରୁ ଊର୍ଦ୍ଧ୍ୱ ପ୍ରାକୃତିକ ହୀରା ଗହଣାର ବ୍ୟାପକ ଡିଜାଇନରୁ ନିଜ ମନ ପସନ୍ଦର ଗହଣା ଚୟନ କରିପାରିବେ। ଏପରିକି ପ୍ରତ୍ୟେକ ପସନ୍ଦ ଏବଂ ଅବସର ପାଇଁ ଏଗୁଡ଼ିକ ଉଦ୍ଦିଷ୍ଟ ରହିଛି ବୋଲି ଷ୍ଟୋର ପକ୍ଷରୁ ବିସ୍ତୃତ ଭାବେ ଆଲୋକପାତ କରାଯାଇଛି। ଅପରପକ୍ଷରେ ଉତ୍କୃଷ୍ଟ ଲାଳିତ୍ୟକୁ ଦର୍ଶାଉଥିବା କାଳଜୟୀ ସଲିଟାୟାରଠାରୁ ଆରମ୍ଭକରି ବିଶେଷ କଳାକୃତିକୁ ଦର୍ଶାଉଥିବା ଜଟିଳ ମଲ୍‌ଟି ଷ୍ଟୋନ୍‌ ଡିଜାଇନ,ପ୍ରତ୍ୟେକ ପିସ୍‌ ଗହଣା ହୀରାର ପ୍ରାକୃତିକ ସୌନ୍ଦର୍ଯ୍ୟ ଏବଂ ଚମକକୁ ଏହା ପ୍ରଦର୍ଶିତ କରୁଛି। ନୂ୍ୟନତମ ଡିଜାଇନ ହେଉ ଅବା ଷ୍ଟେଟ୍‌ମେଣ୍ଟ ପିସ୍‌,ତନିସ୍କ ଆକର୍ଷଣୀୟ ବର୍ଗର କଟ୍‌, କ୍ୟାରେଟ୍‌ ଏବଂ ସେଟିଂସ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Baba Venga: ଡରାଉଛି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ; ୨୦୨୬ରେ ବଢିବ ନା ଶସ୍ତା ହେବ ସୁନା?

ପ୍ରସିଦ୍ଧ ବୁଲଗେରିଆନ୍ ଭବିଷ୍ୟବ୍ୟକ୍ତା ବାବା ଭେଙ୍ଗା, ଚଳିତ ବର୍ଷ ପାଇଁ ଅନେକ ଭୟଙ୍କର ଚେତାବନୀ ଦେଇଥିଲେ। ସେ ଭବିଷ୍ୟବାଣୀ କରିଥିଲେ ଯେ ବିଶ୍ୱ ଏକ ଗମ୍ଭୀର ଆର୍ଥିକ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

ଏହି ସ୍ଥାନରେ ଏବେ ବି ଶସ୍ତାରେ ମିଳୁଛି ସୁନା, ଭାରତ ତୁଳନାରେ ଏତେ କମ୍‌…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସୁନାର ମୂଲ୍ୟ ବଦଳୁଛି। ବଜେଟ ଦିନ, ଫେବୃଆରୀ 1 ଏବଂ 2 ରେ ଏକ ବଡ଼ ହ୍ରାସ ପରେ, ସୁନାର ମୂଲ୍ୟ ପୁଣି ଥରେ…

ବଡ଼ ଘୋଷଣା: ଏହି ରୁଟ୍‌ର ଟ୍ରେନ କ୍ୟାନସଲ୍‌, ଦେଖନ୍ତୁ ଲିଷ୍ଟ…

ନୂଆଦିଲ୍ଲୀ,୪।୨: ପ୍ରତିଦିନ ସାରା ଦେଶରେ ଲକ୍ଷ ଲକ୍ଷ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତି ଏବଂ ଏକ ବଡ଼ ସଂଖ୍ୟାରେ ଉତ୍ତରାଖଣ୍ଡ ଏବଂ ଉତ୍ତର ପ୍ରଦେଶ ମଧ୍ୟରେ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri