Posted inଖେଳ

ସିଂହ ସହ ଖେଳନ୍ତି ଏହି ମହିଳା କ୍ରିକେଟର୍‌, ଫିଟନେସ୍‌ରେ ବି ନଂ୧

ଭାରତର ତାରକା କ୍ରିକେଟର୍‌ ତାନିଆ ଭାଟିଆ ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ଅଟନ୍ତି। ୧୯୯୭ ନଭେମ୍ବର ୨୮ରେ ଚଣ୍ଡିଗଡ଼ରେ ଜନ୍ମ ହୋଇଥିବା ତାନିଆ ବହୁତ କମ ବୟସରୁ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ପଶୁପ୍ରେମୀ ତାନିଆ ସିଂହ ସହ ଖେଲିବାକୁ ପସନ୍ଦ କରନ୍ତି। କେବଳ ଏତିକି ନୁହେଁ ନିଜକୁ ଫିଟ୍‌ ରଖିବାକୁ ସର୍ବଦା ଚେଷ୍ଟା କରିଥାନ୍ତି।
୨୦୧୮ରେ ଆନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ୨୨ ବର୍ଷୀୟ ତାନିଆ ପିଲାଦିନରୁ ସେ ଏପରି ଏକ ପରିବେଶରେ ବଢିଥିଲେ ଯେଉଁଠାରେ କ୍ରିକେଟ ଛଡା ଆଉ କିଛି ନ ଥିଲା। ତାନିଆଙ୍କ ପିତା ସଞ୍ଜୟ ଭାଟିଆ ମଧ୍ୟ ବିଶ୍ୱବିଦ୍ୟାଳୟ ସ୍ତରୀୟ କ୍ରିକେଟ ଖେଳିଥିଲେ। କେବଳ ଏତିକି ନୁହେଁ, ତାଙ୍କ ବଡ ଭାଇ ଅଣ୍ଡର-୧୯ କ୍ରିକେଟ ଦଳରେ ସ୍ଥାନ ପାଇଥିଲେ। ତାନିଆ ଡିଏଭି ସିନିୟର ମାଧ୍ୟମିକ ବିଦ୍ୟାଳୟରେ ପଢୁଥିଲେ, ସେତେବେଳେ ସେ ଯୁବରାଜ ସିଂଙ୍କ ପିତା ଯୋଗରାଜ ସିଂଙ୍କଠାରୁ ତାଲିମ ନେଇଥିଲେ। ତାନିଆ ସର୍ବକନିଷ୍ଠ ଖେଳାଳି ଭାବେ ମାତ୍ର ୧୯ ବର୍ଷ ବୟସରେ ପଞ୍ଜାବକୁ ପ୍ରତିନିଧିତ୍ୱ କରିଥିଲେ। ପରେ ସେ ଭାରତୀୟ ଦଳରେ ସ୍ଥାନ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ୪୩ତମ ଶତକ: ସିରିଜ୍‌ ଜିତିଲା ଭାରତ

ପୋର୍ଟ ଅଫ ସ୍ପେନ, ୧୫।୮: ସ୍ବାଧୀନତା ଦିବସ ପୂର୍ବରୁ ଭାରତୀୟ କ୍ରିକେଟ ଦଳ ଦେଶବାସୀଙ୍କୁ ବଡ ଉପହାର ଦେଇଛି। ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ୬ ଉଇକେଟରେ...

୧୨ ଲକ୍ଷ ଟଙ୍କା ଜରିମାନା ଦେବେ ଏହି ଦଳର ଅଧିନାୟକ

ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣରଙ୍କ ଦଳ ସନରାଇଜର୍ସ ହାଇଦ୍ରାବାଦ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବରୁ ଦୁଇଟି ମ୍ୟାଚ ଜିତିଥିଲା। ପରାଜୟ...

ଆଉ ଯନ୍ତ୍ରଣାଦାୟକ ୧୨ ଘଣ୍ଟା ବାକି ଅଛି, କାହିଁକି ଏମିତି କହିଲେ ଧୋନୀ

ଦୁବାଇ,୨୬।୧୦:ଆଇପିଏଲର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସର ପ୍ଲେଅଫ୍‌ ଦୌଡରୁ ବାଦ୍‌ ପଡିଛି। ଦଳକୁ ଆଉ ମାତ୍ର ଦୁଇଟି ମ୍ୟାଚ୍‌ ଖେଳିବାର ଅଛି। ଚେନ୍ନାଇ ଯଦି...

ଆରସିବି ୪ ୱିକେଟରେ ବିଜୟୀ…

ମୁମ୍ବାଇ, ୫।୪ :  ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର  ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ଠାରୁ ୪ ୱିକେଟରେ ବିଜୟ ହାସଲ କରିଛି...

୩ଟି ବଡ଼ ସଫଳତା ହାସଲ କଲେ ଶିଖର ଧାୱନ

ମୁମ୍ବାଇ,୨୬।୪: ଆଇପିଏଲ ୨୦୨୨ର ୩୮ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନ  ୩ଟି ବଡ଼ ସଫଳତା ହାସଲ କରିଛନ୍ତି। ଏହି ମ୍ୟାଚ୍‌ରେ ୩୬ ବର୍ଷୀୟ...

ରାଜ୍ୟ ଟେନିସ୍‌ ବଲ୍‌ ଦଳରେ ଭଦ୍ରକରୁ ୫

ଭଦ୍ରକ ଅଫିସ, ୯।୩: ଜାତୀୟ ସ୍ତରୀୟ କନିଷ୍ଠ ଟେନିସ୍‌ ବଲ୍‌ ପ୍ରତିଯୋଗିତା ନିମନ୍ତେ ରାଜ୍ୟ ପକ୍ଷରୁ ଚୟନ ହୋଇଥିବା ଦଳରେ ଭଦ୍ରକ ଜିଲାରୁ ୫ଜଣ ଖେଳାଳି ସାମିଲ...

ବକ୍ସିଂ: ପୂଜାରାଣୀ କ୍ୱାର୍ଟରଫାଇନାଲରେ

ଟୋକିଓ, ୨୯ା୭ (ପି.ଟି.)-ଦୁଇଥର ଏସିଆନ ଚାମ୍ପିୟନ ମହିଳା ବକ୍ସର ପୂଜା ରାଣୀ (୭୫ କେଜି) ତାଙ୍କ ଓପନିଂ ବାଉଟ୍‌ରେ ଆଲଜେରିଆର ଇଚ୍ରାକ୍‌ ଚାଇବାଙ୍କୁ ପରାସ୍ତ କରି...

ଅଲିମ୍ପିକ୍‌ ରିଙ୍ଗରେ ଅନଶନ

ଟୋକିଓ,୧।୮: ଟୋକିଓ ଅଲିମ୍ପିକ୍ସରେ ରବିବାର ଆୟୋଜିତ ଏକ ସୁପର ହେବିଓ୍ବେଟ ବକ୍ସିଂ ମ୍ୟାଚ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଜାଣିଶୁଣି ମୁଣ୍ଡରେ ପ୍ରତିପକ୍ଷ ବକ୍ସରଙ୍କୁ ଆଘାତ...

Advertisement
Archives

Model This Week