ଦୁଇ ବାଇକ୍‌କୁ ପଛପଟୁ ପିଟିଲା ଟ୍ୟାଙ୍କର: ୨ ମୃତ, ଜଣେ ଗୁରୁତର

ରାୟଗଡ଼ା/ବିଷମକଟକ,୧୨ା୬(ଆଶିଷ ରଞ୍ଜନ ପଣ୍ଡା/ପ୍ରସନ୍ନ କୁମାର ପଣ୍ଡା): ଦୁଇଟି ବାଇକ୍‌କୁ ପଛପଟୁ ଟ୍ୟାଙ୍କର ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ରାୟଗଡ଼ା ଜିଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର ବୃନ୍ଦାବାଡ଼ି ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା। ଟ୍ୟାଙ୍କର ଓ ବାଇକ୍‌ ଉଭୟ ରାୟଗଡ଼ା ଅଭିମୁଖେ ଯାଉଥିବା ବେଳେ ଟ୍ୟାଙ୍କରଟି ପଛପଟୁ ଦ୍ରୁତ ଗତିରେ ଆସି ଦୁଇ ବାଇକ୍‌କୁ ଧକ୍କା ଦେଇଥିବା ସୂଚନା ମିଳିଛି। ମୃତ ଓ ଆହତଙ୍କ କୌଣସି ପରିଚୟ ମିଳି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଜଣ ଗୁରୁତର ଆହତଙ୍କୁ ଉଦ୍ଧାର କରି ବିଷମକଟକ ମେଡିକାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି। ମୃତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ମହିଳା ରହିଛନ୍ତି। ଏନେଇ କାହାର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri