ରାସ୍ତା କଡ଼କୁ ଓଲଟିଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୋବରା ନିକଟରେ ଶନିବାର ଏକ ପେଟ୍ରୋଲ ଟ୍ୟାଙ୍କର ଭରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିଲା। ଫଳରେ ଏଥିରେ ବସିଥିବା ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ  ଉଦ୍ଧାର କରି ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
ମିଳିଥିବା ସୂଚନା ଅନୁଯାୟୀ, ଏହି ଟ୍ୟାଙ୍କର ଟି ପାରାଦୀପ ରୁ ମାଲକାନଗିରି କୁ ଯାଉଥିଲା। ହେଲେ ବାଟରେ ଗୋବରା ନିକଟରେ ଟ୍ୟାଙ୍କର ଦୁର୍ଘଟଣା ହେବା ପରେ ଟାଙ୍କିରେ ଥିବା ପେଟ୍ରୋଲ ଲିକେଜ ହୋଇଥିଲା।  ଖବର ପାଇ ଅଗ୍ନିଶମ ବିଭାଗ  ଘଟଣାସ୍ଥଳକୁ ଆସି ଲିକେଜ ବନ୍ଦ କରିବା ସହ ଓଲଟି ପଡିଥିବା  ଟ୍ୟାଙ୍କରକୁ ମଧ୍ୟ ଉଠାଇଛନ୍ତି।  ଅନ୍ୟପଟେ ଗୁରୁତର ଥିବା ଚାଳକ ଜଣକ ଯାଜପୁର ଜିଲାର ବୋଲି ଜଣାପଡିଛି।

Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri