୭ ବର୍ଷ ତଳୁ ସରିଥିଲା ନିର୍ବନ୍ଧ, ପ୍ରେମିକଙ୍କ ହାତ ଧରିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଆଉ ଜଣେ ଅଭିନେତ୍ରୀ। ‘ବହୁ ହମାରି ରଜନୀକାନ୍ତ, ବେପନାହ ପ୍ୟାର, ମଧୁବାଲା’ ଭଳି ଧାରାବାହିକରେ ନଜର ଆସିଥିବା ତନଭି ଠକ୍କର ହାତକୁ ଦୁଇ ହାତ ହୋଇଛନ୍ତି। ଦକ୍ଷିଣ ମୁମ୍ବାଇର ଏକ ହୋଟେଲରେ ପରିଜନ ଏବଂ ନିକଟ ସମ୍ପର୍କୀୟଙ୍କ ଉପସ୍ଥିତିରେ ସେ ଅଭିନେତା ଆଦିତ୍ୟ କପାଡ଼ିଆଙ୍କ ହାତ ଧରିଛନ୍ତି।

ଆଦିତ୍ୟଙ୍କୁ ଟେଲିଭିଜନ ଶୋ’ରେ ଦେଖିଥିଲେ ତନଭି। କିଛି ଦିନ ଧରି ପରସ୍ପରକୁ ଡେଟ୍‌ କରିବା ପରେ ସେମାନେ ୨୦୧୩ ଡିସେମ୍ବର ୨୪ରେ ନିର୍ବନ୍ଧ କରିଥିଲେ। ଏହାର ୭ ବର୍ଷ ବିତିସାରିଥିବା ବେଳେ ୨୦୨୦ ସେପ୍ଟେମ୍ବରରେ ସେମାନେ ଲିଭ୍‌ ଇନ୍‌ରେ ରହିବାକୁ ଆରମ୍ଭ କରିଥିଲେ। ସବୁକିଛି ଠିକ୍‌ ଚାଲିବା ପରେ ଏବେ ସେମାନେ ବିବାହ କରିବାକୁ ନିଷ୍ପତ୍ତି ନେଇଥିବା ତନଭି କହିଛନ୍ତି। ସାଧାରଣ ଢ଼ଙ୍ଗରେ ବିବାହ କରିବାକୁ ଚାହୁଁ୍‌ଥିଲେ ଉଭୟ। ହେଲେ ପରିବାରଲୋକଙ୍କ କହିବା ପରେ ସେମାନେ ହୋଟେଲ୍‌ରେ ବିବାହ କରିଥିବା ମଧ୍ୟ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri