ଆପଣ-ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ: ତପସ୍ବିନୀ

ବ୍ରହ୍ମପୁର ଅଫିସ,୪।୧: ଯାହା ଚାହୁଁଥିଲେ ତାହା ହିଁ ହେଲା। ଦୀର୍ଘ ୪୪ ଦିନ ଧାରଣାରେ ବସିବା ପରେ ଛତ୍ରପୁର କୋର୍ଟଙ୍କ ରାୟ ତପସ୍ବିନୀ ଦାଶଙ୍କ ସପକ୍ଷରେ ଆସିଛି। ଏହା ଶୁଣିବା ପରେ ଖୁସିରେ କାନ୍ଦି ପକାଇଛନ୍ତି ସେ। ପ୍ରତିକ୍ରିୟା ଦେଇ ଧର୍ମର ଜୟ ହୋଇଛି, ସତ୍ୟର ଜୟ ହୋଇଛି ବୋଲି ସେ କହିବା ସହ ସୁମିତଙ୍କୁ ପାଇବା ଲାଗି ପ୍ରଭୁ ଜଗନ୍ନାଥ ମୋତେ ସାହା ହେଲେ ବୋଲି କହିଛନ୍ତି। ଏହାଛଡ଼ା ଶ୍ୱଶୁରଙ୍କ ଉଦ୍ଦେଶ୍ୟରେ ଆପଣ ଓ ଶାଶୁ ଯେମିତି ଭଲରେ ଅଛନ୍ତି, ଆମକୁ ସେମିତି ରହିବାକୁ ଦିଅନ୍ତୁ ବୋଲି ଗଣମାଧ୍ୟମ ସମ୍ମୁଖରେ ତପସ୍ବିନୀ ଅନୁରୋଧ କରିଛନ୍ତି।

ପ୍ରକାଶ ଯେ, ତପସ୍ବିନୀ-ସୁମିତ ବୈବାହିକ ଜୀବନର ବିବାଦ ମାମଲାରେ ଛତ୍ରପୁର ଜିଲା କୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଥିଲେ। ସୁମିତଙ୍କ ବ୍ରହ୍ମାନଗରସ୍ଥିତ ଘରେ ତପସ୍ବିନୀ ରହିବେ। ଏହାଛଡ଼ା ମାସିକ ତାଙ୍କୁ ୧୭ ହଜାର ଟଙ୍କା ସୁମିତ ଦେବେ। ଏହା ପାଇବା ପରେ ସେ ଏକ ରସିଦ ସୁନିତଙ୍କୁ ଦେବେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରାଇଭର-ପୋଲିସ୍‌ ମୁହାଁମୁହିଁ

ଗୋପାଳପୁର,୧୬ା୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଚାଲିଥିବା ଆନ୍ଦୋଳନର ଗୁରୁବାର ଦ୍ୱିତୀୟ ଦିନ ସନ୍ଧ୍ୟାରେ ଗଞ୍ଜାମ ଜିଲା ପୁକୁଡ଼ିବନ୍ଧଠାରେ ପୋଲିସ ଓ...

ମୁସଲମାନ ଭଉଣୀଭାଇଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଶୁକ୍ରବାର ପାଳନ କରାଯାଉଛି ପବିତ୍ର ଇଦ୍‌ ଉଲ୍‌ ଫିତର। ଏହି ଅବସରରେ ମୁସଲମାନ ଭଉଣୀଭାଇଙ୍କୁ ଟୁଇଟ୍‌ କରି ଇଦ୍‌ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...

ସରକାରୀ ସେବାରେ ସନ୍ତୁଷ୍ଟି ନାହିଁ

ରତନ ନାୟାର/ଅସମାପିକା ସାହୁ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ) , ୧୨।୧୧: ନିରାପଦ ମାତୃତ୍ୱ ପାଇଁ ସରକାରଙ୍କ ଅନେକ ଯୋଜନା। ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ଯଥାସମ୍ଭବ...

ଶ୍ରମିକନେତାଙ୍କ ଉଦ୍ଦେଶ୍ୟରେ ସ୍ମୃତିସଭା

ରୂପ୍‌ସା, ୧୪ା୪(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଝୋଟ କାରଖାନା ଶ୍ରମିକ ସଂଘ ତରଫରୁ ଶ୍ରମିକ ନେତା ସ୍ବର୍ଗତ ଯୋଗେନ ଦାସଙ୍କ ସ୍ମୃତିସଭା ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବିଜେପୁରର ଅଇତିହାସିକ ଦାମୋଦର କଟା:ସାଫ୍‌ ନାଇଁ ହେଲା ଅମରି, ପଦମ୍‌ଫୁଲ୍‌

ବିଜେପୁର, ୨୫।୬ (ଡି.ଏନ୍‌.ଏ): ଖେତ୍‌ ଟାକେ ମୁଡ଼ାଟେ ଲେଖେଁ ବରଗଡ଼ ଜିଲା ବିଜେପୁରବାସୀଙ୍କର ଜୀବନ୍‌ ଜୀବିକା ସଂଗେ ବରକସ୍‌ କରି ଜୁଡ଼ି ହେଇ ରହିଛେ ଦାମୋଦର...

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ଝାରସୁଗୁଡା ଅଫିସ,୨୬।୫: ଝାରସୁଗୁଡ଼ା ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବେଲପାହାଡ଼ ଅଞ୍ଚଳର ହୋଇଥିବା ବେଳେ ଗତ ୨୧ ତାରିଖରେ...

ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ...

ଆଜି ରାଜ୍ୟରେ ୨୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ...

Advertisement
Archives

Model This Week