ତପସ୍ବିନୀ -ସୁମିତ ମାମଲା, ଆଜି ଶୁଣାଣି

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ତୁଟିବାର ନା ନେଉନି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସ୍‌ଡିଜେମ୍‌ କୋର୍ଟରେ ହେବାରେ ଅଛି । ଏହାସହ ସୁମିତଙ୍କ ମା’ ଓ ଜେଜେମା ଦେଇଥିବା ପିଟିଶନ ଉପରେ ତପସ୍ବିନୀଙ୍କ ଓକିଲ କାଉଣ୍ଟର ପିଟିଶନ କରିପାରନ୍ତି ।
ଅନ୍ୟପଟେ, ସୁମିତ ଆଉ ୧୫ ଦିନ ଛୁଟି ନେଇଛନ୍ତି। ଦେହ ଅସୁସ୍ଥତା ଦର୍ଶାଇ ପୁଣି ଛୁଟିନେଇଥିବା ସୁମିତଙ୍କ ଓକିଲ ସୂଚନା ଦେଇଛନ୍ତି । ତେବେ ସେ କେଉଁଠି ଅଛନ୍ତି ତାହା ଜଣାପଡିନାହଁି । କୋର୍ଟଙ୍କ ରାୟ ପରେ ଏବେ ତପସ୍ବିନୀ ଶାଶୁ ଘରେ ରହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?