KIIT ଛାତ୍ରୀ ଆତ୍ମହତ୍ୟା ଘଟଣା: ବିଚାର ବିଭାଗୀୟ ତଦନ୍ତ ଦାବି ନେଇ ବାଚସ୍ପତିଙ୍କୁ ନିବେଦନ କଲେ ତାରା

ଭୁବନେଶ୍ୱର,୧୮।୨: କିଟ୍‌ କ୍ୟାମ୍ପସରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ନ୍ୟାୟ ଦାବି କରି ଛାତ୍ରୀଛାତ୍ର ନୀରବ ପ୍ରତିବାଦ କରିଛନ୍ତି। ଏବେ ଏହି ଘଟଣାକୁ ନେଇ ଗୃହରେ ରାଜନୀତି ତେଜିଛି। ଶୂନ୍ୟକାଳରେ କଂଗ୍ରେସ ବିଧାୟକ ତାରା ବାହିନୀପତି କିଟ୍‌ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ପାଇଁ
ବାଚସ୍ପତିଙ୍କୁ ନିବେଦନ କରିଛନ୍ତି। ତଦନ୍ତ ନହେଲେ ଗୃହରେ ଧାରଣାରେ ବସିବି ବୋଲି ତାରା କହିଛନ୍ତି।

ଅନ୍ୟପଟେ, କିଟ୍‌ ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ। ଭାଜପା ବିଧାୟକ କହିଛନ୍ତି, କିଟ୍‌ରେ ଯେଉଁ ଘଟଣା ଘଟିଛି ତାହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କିଟ୍‌ ମାଲିକ କେଉଁ ଦଳର ଥିଲେ, କିଏ ତାଙ୍କୁ କୋଳରେ ବସାଇଥିଲେ। ପରୀ, ମମତା, ମାହାଙ୍ଗା ଘଟଣାରେ ବିଜେଡି ବିଧାୟକ ସାମିଲ ଥିଲେ। ସେତେବେଳେ ତତ୍କାଳୀନ ମୁଖ୍ୟମନ୍ତ୍ରୀ କିଛି କାର୍ଯ୍ୟାନୁଷ୍ଠାନ ନେଇ ନଥିଲେ। ହେଲେ ଆଜି ଆଇନଶୃଙ୍ଖଳା ପାଠ ପଢ଼ାଉଛନ୍ତି, ଯାହା ହାସ୍ୟାସ୍ପଦ ବୋଲି ଟଙ୍କଧର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri