ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ତାରା ବାହିନୀପତି, କହିଲେ ନିଅନ୍ତୁ ଏମିତି ପଦକ୍ଷେପ

ଭୁବନେଶ୍ୱର,୧୭।୨: ରାଜ୍ୟରେ ବର୍ତମାନ ଚର୍ଚ୍ଚାରେ ଥିବା ଗୀତ ‘ଛି ଛି ଛିରେ ନନୀ’ ପ୍ରସଙ୍ଗ ବିଧାନସଭାରେ ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି। କୋରାପୁଟିଆ ଭାଷାକୁ ସ୍ବୀକୃତି ଦେବାକୁ ବାଚସ୍ପତିଙ୍କୁ ସେ ଅପିଲ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ଗୀତ ବିଷୟରେ ଆଲୋଚନା କରନ୍ତୁ ଓ ପଦକ୍ଷେପ ନଅନ୍ତୁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ ଗତ କିଛିଦିନ ଧରି ରାଜ୍ୟରେ ଚହଳ ସୃଷ୍ଟି କରୁଛି। ସମସ୍ତେ ଏହି ଗୀତରେ ଏବେ ରିଲ୍ସ ମଧ୍ୟ କରୁଛନ୍ତି। କିନ୍ତୁ ଏହି ଗୀତ ୨୪ ବର୍ଷ ତଳେ ବୋଲାଯାଇଥିଲା। ଯାହା ୨୦୨୫ ନୂଆବର୍ଷରେ ବେଶ ଭାଇରାଲ ହେଉଛି। ତେବେ ୨୪ ବର୍ଷ ତଳର ଏ ଗୀତ ହଠାତ କାହିଁକି ସମସ୍ତଙ୍କ ମନକୁ ଛୁଉଁଛି ।

ଏହି ଗୀତ ହେଉଛି ପ୍ରେମ ଓ ଧୋକା ସହ ଜଡିତ କିଛି ପୁରୁଣା ଗୀତ ଭାଇରାଲ ହେଲେ ଲୋକେ ସେଥିରେ ରିଲ୍ସ କରିବାକୁ ମଧ୍ୟ ପଛାଉନାହାନ୍ତି। ତେବେ ଏହି ଛି ଛି ଛିରେ ନନୀ ଛି ଛି ଗୀତଟି ବେକ୍ରଅପ୍‌ ଗୀତ ହୋଇଥିବାରୁ ଏଥିରେ ଯୁବବର୍ଗ ଅଧିକ ପ୍ରଭାବିତ ହୋଇ ରିଲ୍ସ ମଧ୍ୟ କରୁଛନ୍ତି। ୬ ବର୍ଷ ତଳେ କ୍ୟାସେଟ କାହାଣୀରୁ ବାହାରି ଡିଜିଟାଲ ଦୁନିଆଁ ଦେଖିଲା । ୨୦୧୮ରେ ୟୁଟ୍ୟୁବରେ ଅପଲୋଡ୍ ହେଲା । ହେଲେ ୨୦୨୫ ଯେ, ‘ଛି ଛି ଛିରେ ନନୀ ଛି…’ ପାଇଁ ଗୋଲଡେନ୍ ଇୟର ପାଲଟିଯିବ ଏକଥା କିଏ କେବେ ଭାବିପାରିବ ? କୋରାପୁଟିଆ ବିରହ ଗୀତଟିକୁ ଲେଖିଥିଲେ ଏବଂ ଗାଇଥିଲେ। ସାତବର୍ଷ ପୂର୍ବେ ଏ ଗୀତକୁ ଏ ଘରୋଇ ଚ୍ୟାନେଲରେ ମଧ୍ୟ ରିଲିଜ କରାଯାଇଥିଲା । ତେବେ ଲୋକଲୋଚନରୁ ଉଭେଇ ଯାଇଥିବା ଏ ଗୀତ ହଠାତ କିଛି ଦିନ ତଳେ ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri