ଶ୍ରୀମୟୀଙ୍କୁ ନେଇ ତାରା କହିଲେ ତାଙ୍କ ଭଳି ନେତ୍ରୀ ଦଳ ପାଇଁ…

ଭୁବନେଶ୍ୱର,୨୪ା୯: ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଏବେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ବିଜେଡି ବିରୋଧରେ କହି ଦଳରୁ ନିଲମ୍ବିତ ହୋଇଛନ୍ତି ଶ୍ରୀମୟୀ। ଏହା ପରେ ସେ କେଉଁ ଦଳକୁ ଯିବେ ସେନେଇ ଚାଲିଛି ଅନେକ ଆଲୋଚନା। କିଛି କହୁଛନ୍ତି ଶ୍ରୀମୟୀ ଭାଜପା ପଟକୁ ଢଳି ପାରନ୍ତି। ଆଉ କିଛି କହୁଛନ୍ତି ଶ୍ରୀମୟୀ କଂଗ୍ରେସରେ ମିଶିବେ।

ଏହା ମଧ୍ୟରେ କଂଗ୍ରେସର ଜୟପୁର ବିଧାୟକ ତାରା ବାହିନୀପତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମୟୀଙ୍କ ପରି ନେତ୍ରୀ କଂଗ୍ରେସକୁ ଆସିବା ଭଲ। ସିଏ ଆସିବେ କି ନାହିଁ ତାଙ୍କ ଉପରେ ନିର୍ଭର କରେ। ତେବେ ଏ ବିଷୟରେ ନିଷ୍ପତ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ ନେବେ ବୋଲି ତାରା କହିଛନ୍ତି।

ମହିଳା ବ୍ୟାପାର ସାଧାରଣ ସମ୍ପାଦିକା ଭାବେ ଶ୍ରୀମୟୀ ମିଶ୍ର ଦାୟିତ୍ୱ ତୁଲାଉଥିଲେ। ଦୀର୍ଘ ଦିନ ଧରି ଚୁପ ଥିବା ଶ୍ରୀମୟୀଙ୍କ ସୋସିଆଲ ମିଡିଆରେ ବିଜେଡି ବିରୋଧରେ ତେର୍‌ଚ୍ଛା ବାଣ ମାରିଥିଲେ। ସିଧାସିଧା କୌଣସି ବ୍ୟକ୍ତିବିଶେଷ କିମ୍ୱା ଦଳ ନାଁ ନ ନେଇ ବି ଶ୍ରୀମୟଙ୍କ ପୋଷ୍ଟ ଯୋଗୁ ବିଜେଡି ଖପ୍ପା ହୋଇ ତାଙ୍କୁ ଦଳରୁ ବିଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri