ରିଲିଜ ହେଲା ତାରା ସିଂ ଏବଂ ସାକାନାଙ୍କ ଲଭ ଷ୍ଟୋରୀ ଗଦର: ଏକ ପ୍ରେମ କଥା

ମୁମ୍ବାଇ: ଅନିଲ ଶର୍ମାଙ୍କ ୨୦୦୧ମସିହାର ବ୍ଲକବଷ୍ଟର ଫିଲ୍ମ ଗଦର: ଏକ ପ୍ରେମ କଥା 22 ବର୍ଷ ପରେ ପୁଣି ଥରେ ସିନେମା ହଲରେ ମୁକ୍ତିଲାଭ କରିଛି। ସନ୍ନି ଦେଓଲ ଏବଂ ଅମିଶା ପଟେଲଙ୍କ ଅଭିନୀତ ଏହି ଫିଲ୍ମ ୪କେ ରିଜଲ୍ୟୁଶନ ଏବଂ ଡଲବି ଏଟମୋସ ଅଡିଓ ଫର୍ମାଟରେ ହଲ୍‌ରେ ଧମାଲ କରୁଛି। ତେବେ ଏଠାରେ କହି ରଖୁଛୁ କି, ଏହାର ସିକ୍ୱେଲ ଚଳିତ ବର୍ଷ ଅଗଷ୍ଟରେ ରିଲିଜ ହେବାକୁ ଯାଉଛି। ଏନେଇ ଗଦର ଫିଲ୍ମର ମୁଖ୍ୟ ଅଭିନେତ୍ରୀ ଅମିଶା ପଟେଲ, ସନ୍ନି ଦେଓଲ ଏବଂ ଅନିଲ ଶର୍ମା ଟ୍ବିିଟ କରି ନିଜର ଖଉସି ବ୍ୟକ୍ତ କରିଛନ୍ତି।

ଅମିଶା କହିଛନ୍ତି, ଅପେକ୍ଷା ଶେଷ ହୋଇଛି! ସବୁଠୁ ବଡ ବ୍ଲକବଷ୍ଟର ଫିଲ୍ମ ୪କେ ଏବଂ ଡଲବି ଏଟମୋସରେ ୨୨ବର୍ଷ ପରେ ବଡ ପରଦାକୁ ଫେରିଛି। ସେହିପରି ସନ୍ନି କହିଛନ୍ତି, ତାରା ସିଂ ଏବଂ ସାକିନାଙ୍କ ପ୍ରେମ କାହାଣୀ ପୁଣିଥରେ ଆପଣଙ୍କ ହୃଦୟରେ ଜିତିବାକୁ ୨୨ ବର୍ଷ ପରେ ଫେରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହା: ବରଗଡ଼ରେ…

ଭୁବନେଶ୍ୱର,୨୯।୬: ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଏନେଇ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଶାହା ଜୁଲାଇ ୪ରେ…

ବ୍ୟାଙ୍କ ଆକାଉଣ୍ଟକୁ ସିଧା ଯିବ ୫୦,୦୦୦ ପର୍ଯ୍ୟନ୍ତ ସବସିଡି ଟଙ୍କା! ଘୋଷଣା ହେଲା ସରକାରଙ୍କ ନୂଆ ଇଭି ଗାଇଡଲାଇନ୍‌

ଦିଲ୍ଲୀ ସରକାର ପ୍ରଦୂଷଣ କମାଇବା ଏବଂ ଇଲେକ୍ଟ୍ରିକ୍ ଯାନ (EV) କୁ ପ୍ରୋତ୍ସାହିତ କରିବା ପାଇଁ ନୂଆ ଇଭି ପଲିସି ୨୦୨୬-୩୦ (EV Policy 2026-30) ର…

ପାନ ଦୋକାନୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri