ତାରା ତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା: ମହାସରସ୍ବତୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୧୩।୪(ଡି.ଏନ୍‌.ଏ.):ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ତୃୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଚାଲିଛି। ରାତ୍ର ୧.୩୦ ରୁ ମନ୍ଦିର ଦ୍ୱାର ଫିଟାଯାଇ ବିଧି ଅନୁଯାୟୀ ମଙ୍ଗଳ ଆଳତି, ଅବକାଶ ନୀତି, ମାଜଣା, ଅଭିଶେକ,ସୃଙ୍ଗାର ଆଦି ପୂଜାର୍ଚ୍ଚନା କରାଯାଇ ଦୁଇ ଭଉଣୀଙ୍କୁ ମହାସରସ୍ବତୀ ବେଶରେ ସଜ୍ଜିତ କରାଯାଇଛି। ସକାଳ ୫ ଟାରୁ ସାହାଣ ମେଲା ହୋଇଥିଲା। ମା’ ତାରା ତାରିଣୀ ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ଜିଲା ଦୌରାଜଜ ଶଶିକାନ୍ତ ମିଶ୍ର ମା’ଙ୍କୁ ଦର୍ଶନ କରିିିଛନ୍ତି। କରୋନାକୁ ନେଇ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଏହି ପାଳିରେ ବିଭିିନ୍ନ କଟକଣା ଲଗାଇଥିଲେ। କେବଳ ସ୍ଥାନୀୟ ଲୋକେ ମା’ଙ୍କ ଦର୍ଶନ କରିବେ। ବାହାର ଲୋକଙ୍କୁ ମନ୍ଦିର ମନା ହୋଇଥିବାରୁ ଭକ୍ତଙ୍କ ସଂଖ୍ୟା ବହୁତ କମିଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମହିଳା ପୋଲିସ ଅଫିସର ପାଇବେ ମୁଖ୍ୟମନ୍ତ୍ରୀ ପଦକ

ପୁରୁଷୋତ୍ତମପୁର,୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଦୁଇ ମହିଳା ପୋଲିସ ଅଫିସରଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରବା ସହ ପୁରସ୍କାର ପ୍ରଦାନ ନେଇ ମନୋନୀତ କରିଛନ୍ତି। ଦୁଇ ଅଫିସର ହେଲେ...

୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ସୁରକ୍ଷା କଡ଼ାକଡ଼ି

ଆନନ୍ଦପୁର,୩୧। ୧(ସ୍ବ.ପ୍ର.)- ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ଜିଲାଠାରୁ ଆରମ୍ଭ କରି ଉପଖଣ୍ଡ ପ୍ରଶାସନିକ ସ୍ତରରେ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି।...

୯୦୦ ସ୍ଥାନରେ ୩୦ ପୋଲିସଙ୍କୁ ଦାୟିତ୍ୱ

ବାରିପଦା,୪ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଏସିଆ ମହାଦେଶର ଦ୍ୱିତୀୟ ସର୍ବବୃହତ୍‌ ଅଭୟାରଣ୍ୟ ଶିମିଳିପାଳର ବନ୍ୟପ୍ରାଣୀ, ବୃକ୍ଷଲତା ଓ ସୁରକ୍ଷା ଦାୟିତ୍ୱରେ ଥିବା ବନ କର୍ମଚାରୀ ଭୟ ଓ...

ବିଦ୍ୟୁତତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ନର୍ଲା,୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରା ରୋଡ୍‌ ପଞ୍ଚାୟତର ବରଗା ଗ୍ରାମର ଭିକାରୀ ସାହୁ (୩୦) ବିଦ୍ୟୁତତାର ସଂସ୍ପର୍ଶରେ ଆସିବାରୁ ଶନିବାର ତାଙ୍କର...

ମାଲକାନଗିରିରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫୧କୁ ବୃଦ୍ଧି

ମାଲକାନଗିରି,୨୦ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଶନିବାର ପୁଣି ୨ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୧କୁ ବୃଦ୍ଧି ପାଇଛି। ଆକ୍ରାନ୍ତ...

ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୨୮।୧୨: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ହୋ, ମୁଣ୍ଡା ଏବଂ ଭୂମିଜ ସମ୍ପ୍ରଦାୟର ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ ଦାବିରେ ଜିଲା ବିଜୁ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଜଣେ କୋର୍ଟ ଚାଲାଣ

ବିଞ୍ଝାରପୁର,୧୪ା୭(ଡି.ଏନ.ଏ.)- ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଅପହରଣ କରିନେଇ ବଳାତ୍କାର କରିଥିବା ଅଭିଯୋଗରେ ରବିବାର ପୋଲିସ ଜଣଙ୍କୁ କୋର୍ଟ ଚାଲାଣ...

Advertisement
Archives

Model This Week