ସରସ୍ବତୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ: ମା’ଙ୍କ ଦର୍ଶନକରି ଆର୍ଶୀବାଦ ନେଲେ ୫ଟି ଅଧ୍ୟକ୍ଷ

ପୁରୁଷୋତ୍ତମପୁର,୯।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନସମାଗମ ହୋଇଛି। ରତ୍ନଗିରି ପାହାଡ ଚତୁଃପାର୍ଶ୍ୱ ଓ ସମଗ୍ର ତାରାତାରିଣୀ ଅଞ୍ଚଳ ଲୋକାରଣ୍ୟ ହୋଇପଡିଛି। ଏହି ପାଳିରେ ରାତ୍ର ୧.୩୦ରୁ ମନ୍ଦିର ଦ୍ୱାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମାଜଣା, ସିଙ୍ଗାର, ଅଭିଶେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀ ଦୁଇ ଭଉଣୀଙ୍କୁ ସରସ୍ବତୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୪.୩୦ରେ ସାହାଣମେଲା ହୋଇ ମା’ ତାରାତାରିଣୀ ସରସ୍ବତୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଏହା ସହ ରାତ୍ର ୩ ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।
୫ଟି ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ ସକାଳୁ ଆସି ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ପୁରୁଷୋତ୍ତମପୁର ଏସଡିପିଓ ରଜନିକାନ୍ତ ସାମଲ, ଦେବୋତ୍ତର ବିଭାଗିୟ ଛତ୍ରପୁର ସର୍କିଲ ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀ ଓ ପ୍ରଶାନିକ ଅଧିକାରୀମାନେ ଉପସ୍ଥିତ ରହି ଯାତ୍ରା ପରିଚାଳନା କରିବାରେ ଲାଗିଥିବା ବେଳେ ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରିବାରେ ଲାଗିଛନ୍ତି। ଭକ୍ତମାନେ ପାହା ପାଦଦେଶ ମୁଣ୍ଡନ ଶାଳାରେ ନିଜ ନିଜର ଶିଶୁଙ୍କୁ ମୁଣ୍ଡନ କରାଇ ପାହାଡ ଉପର ମନ୍ଦିରକୁ ଯାଇ ମା’ଙ୍କ ଦର୍ଶନ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ଗାଁ ସମସ୍ୟା ନ ସୁଧୁରିଲେ ଭୋଟ ଦେବୁନି

ରାୟଗଡ଼ା,୧।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍‌ ଧାମୁଣିପଙ୍ଗା ପଞ୍ଚାୟତ ଅନ୍ତର୍ଗତ ରାବୁଗୁଡ଼ା ଗ୍ରାମରେ ଆଜି ବି ମୌଳିକ ସୁବିଧା ଅପହଞ୍ଚ ହୋଇଛି। ଗାଁରେ...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

ବ୍ରେକ୍‌ ଫେଲ୍‌ ହେବାରୁ ଟ୍ରକକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ଜଣଙ୍କ ଜୀବନ

ବଣାଇଁ, ୧।୫ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା କେ ବଲାଙ୍ଗ ଥାନା ଚୁନାଘାଟିରେ ଏକ ଦୁର୍ଘଟଣା ଘଟିଛନ୍ତି। ଘଟଣାସ୍ଥଳରେ ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି l...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri