ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ ଏହି କଲେଜ ସାମିଲ ହେବା ସହ ଏହାର ବିକାଶ ପାଇଁ ବୃହତ ଆର୍ଥିକ ଅନୁଦାନ ମଞ୍ଜୁର ହୋଇଛି ।

ମିଳିଥିବା ସୂଚନା ପ୍ରକାରେ ଗତ ମାର୍ଚ୍ଚ ମାସରେ କଲେଜର ଭିତ୍ତିଭୂମି ବିକାଶ ପାଇଁ ଦୁଇ କୋଟିର ପ୍ରାରମ୍ଭିକ ଅନୁଦାନ ମିଳିଥିବା ବେଳେ ପୁଣି ଶନିବାର ତିନି କୋଟି କୋଡ଼ିଏ ଲକ୍ଷ ଛବିଶ ହଜାର ଛଅ ଶହ ଟଙ୍କାର ଅନୁଦାନ ମିଳିଛି । ଏହା କଲେଜର ଭିତ୍ତିଭୂମିକୁ ସମ୍ପୂର୍ଣ୍ଣ ଆଧୁନିକ କରଣ ସହ ସୁଦୃଢ଼ କରିବାରେ ସହାୟକ ହେବ । ଏହାସହ ପୂର୍ବରୁ ଚଳିତବର୍ଷରେ ନୂତନବିଷୟ ପି.ଜି. ପାଠ୍ୟକ୍ରମ ଓଡ଼ିଆରେ ପି.ଜି. ପାଠ୍ଯକ୍ରମ ସହ ସାଇରୋଲୋଜି ହୋମସାଇସ୍ସରେ ଅନର୍ସ ପାଠ୍ୟକ୍ରମ ଖୋଲିବା ଲାଗି ମଧ୍ଯ୍ଯ ରାଜ୍ଯ ସରକାରଙ୍କ ପକ୍ଷରୁ ସ୍ବୀକୃତି ମିଳିଛି ।

ବର୍ତ୍ତମାନର ଅଧ୍ୟକ୍ଷ ଡ଼ଃ ପ୍ରଦୀପ କୁମାର ସାହୁଙ୍କ ନିଷ୍ଠାପୂର୍ଣ୍ଣ ପ୍ରୟାସ ଏବଂ ସୁଚିନ୍ତିତ ଯୋଜନା ଯୋଗୁଁ ସମ୍ଭବ ହୋଇପାରିଛି ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି । ଏହାକୁ ନେଇ ପୁରୁଷୋତ୍ତମପୁରରେ ଖୁସିର ଲହରି ଦେଖାଦେବା ସହ ଆଗାମୀ ଦିନରେ ପୁଷୋତ୍ତମପୁରଅଞ୍ଚଳରେ ଶିକ୍ଷାର ବିକାଶକୁ ଶୀର୍ଷକୁ ନେବା ସହ ଗଞ୍ଜାମ ଜିଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ ନୂତନ ଦିଗନ୍ତ ସୃଷ୍ଟି ହେବ ବୋଲି ଆଶା ପ୍ରକାଶ ପାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?