ତାରାତାରିଣି ପୂଜକଙ୍କୁ ଖଣ୍ଡାରେ ହାଣି ଆକ୍ରମଣ ଘଟଣା, ଜଣେ ନାବାଳକଙ୍କ ସମେତ ତିନି ଗିରଫ

ପୁରଷୋତ୍ତମପୁର,୯।୧୦ (ସବିତା ମିଶ୍ର): ଗଞ୍ଜାମଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗୋବିନ୍ଦପୁରଠାରେ ଗତ ମାସ ୧୫ରେ ତାରାତାରିଣୀଙ୍କ ପୂଜକ ଗୋପିନାଥ ରଣାଙ୍କୁ ଅତି ନିର୍ମମ ଭାବରେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ପୋଲିସ ଗୁରବାର ଜଣେ ନାବାଳକଙ୍କୁ ଗିରଫ କରିବା ସହ ଜଟି ଓରଫ ଆସୁତୋଷ ରଣା (୨୨)ଓ କଙ୍କି ଓରଫ ସୁଶାନ୍ତ ଦାସ (୨୦)ଙ୍କୁ ଗିରଫ କରିଛି। ଏହାରକେସନଂ ୭୨୨/୨୫। ଗୋପିନାଥ ନିଜଘରୁ ମନ୍ଦିରକୁ ଆସୁଥିବା ବେଳେ ପୂର୍ବଶତ୍ରୁତାକୁ ନେଇ ଏଭଳି ଘଟଣା ଘଟାଇ ସେ ମରିଗଲେ ବୋଲି ଅଭିଯୁକ୍ତମାନେ ଭାବି ଛାଡି ଫେରାର ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଭାଟକୁମରଡା ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡମେଡିକାଲକୁ ନେଇ ଚିକିସା କରାଯାଇଥିଲା। ଏହାକୁ ନେଇ ପୋଲିସ ଏମାନଙ୍କୁ ଧରିବା ଲାଗି ଖୋଜିବୁଲୁଥିବା ବେଳେ ଦୀର୍ଘ ୨୫ ଦିନପରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛନ୍ତି। ସେମାନଙ୍କ ନିକଟରୁ ଘଟଣାରେ ବ୍ୟବହୃତ ଖଣ୍ଡାକୁ ମଧ୍ୟ ଜବତ କରାଯାଇଥିବା ନେଇ ଆଇଆଇସି ରାଜେଶ କୁମାର ନାୟକ କହିଛନ୍ତି।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

ଆରମ୍ଭ ହେଲା ରତ୍ନଭଣ୍ଡାର ଗଣତି: ୪୮ ବର୍ଷ ପରେ ଝଲସିବ କାଳିଆ ସାଆନ୍ତଙ୍କ ଅଳଙ୍କାର

ପୁରୀ,୨୫ା୩(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁଯାୟୀ, ବୁଧବାରଠାରୁ ରତ୍ନଭଣ୍ଡାର ଗଣତି ଆରମ୍ଭ ହୋଇଛି। ଏନେଇ ସରକାରଙ୍କଠାରୁ ଆରମ୍ଭକରି ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ,…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri