Posted inଖେଳ

ଗୁଜରାଟ ଆଗରେ ୧୯୮ ରନ୍‌ର ଟାର୍ଗେଟ୍‌

ବେଙ୍ଗାଲୁରୁ,୨୧ା୫: ଆଇପିଏଲ୍‌ରେ ଆଉ ଏକ ଶତକ ହାସଲ କରିଛନ୍ତି ବିରାଟ କୋହଲି। ରବିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚରେ କୋହଲି କ୍ୟାରିୟରର ସପ୍ତମ ଶତକ ହାସଲ କରିଛନ୍ତି। କୋହଲିଙ୍କ ୧୦୧ ରନ୍‌ ବଳରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୨୦ ଓଭରରେ ୫ ଉଇକେଟ ହରାଇ ୧୯୭ ରନ୍‌ ସଂଗ୍ରହ କରିଛି।

ବର୍ଷା କାରଣରୁ ମ୍ୟାଚ୍‌ ଏକ ଘଣ୍ଟା ବିଳମ୍ବରେ ହୋଇଥିଲା। ଆରସିବି ପ୍ରଥମେ ବ୍ୟାଟିଂ କରିଥିଲା। ବିରାଟ କୋହଲି ଓ ଫାଫ୍‌ ଡୁ ପ୍ଲେସି ପ୍ରଥମ ଉଇକେଟରେ ୬୭ ରନ୍‌ ଯୋଡିଥିଲେ। ଫାଫ୍‌ ଡୁ ପ୍ଲେସି ୨୮ ରନ୍‌ କରି ଆଉଟ ହୋଇଥିବା ବେଳେ ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୧୧ ଓ ମହିପାଲ ଲୋମରୋର ୧ ରନ୍‌ କରି ଆଉଟ ହୋଇଥିଲେ। ୮୫ ରନ୍‌ରେ ଦଳ ୩ ଉଇକେଟ ହରାଇ ସଙ୍କଟରେ ପଡିଥିଲା। ହେଲେ ମାଇକେଲ ବ୍ରେସଓ୍ବେଲ ୨୬ ରନ୍‌ କରି କୋହଲିଙ୍କ ସହିତ ୪୭ ରନ୍‌ ଯୋଡିଥିଲେ। ପରବର୍ତ୍ତୀ ବ୍ୟାଟର ଦୀନେଶ କାର୍ତ୍ତିକ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଯାଇଥିଲେ। ତେବେ ବିରାଟ କୋହଲି ଧର୍ଯ୍ୟର ସହ ଲଢେଇ କରି ମହତ୍ତ୍ୱପୂର୍ଣ୍ଣ ଶତକ ହାସଲ କରିଥିଳେ। ଏହା ଥିବା କୋହଲିଙ୍କ ଆଇପିଏଲ୍‌ କ୍ୟାରିୟରର ସପ୍ତମ ଶତକ। କୋହଲି ୬୧ ବଲ୍‌ ଖେଳି ୧୩ ଚୌକା ଓ ୧ ଛକା ସହିତ ୧୦୧ ରନ୍‌ କରି ଅପରାଜିତ ରହିଥିଲେ। ଫଳରେ ଆର୍‌ସିବି ୧୯୭ ରନ୍‌ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri