ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। +୨ ପିଲା ଓ ତାଙ୍କ ପରିବାରକୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତିି। ଅଗ୍ରାଧିକାର ଭିତ୍ତିରେ ରାଜ୍ୟସରକାର ଏହି ଟିକା ଦେବା ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ମଙ୍ଗଳବ ଏହି ଟିକା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। ଟିକାକରଣକୁ ନେଇ ରାଜ୍ୟସରକାରଙ୍କୁ ଅଧିକ କ୍ଷମତା ଦିଆଯାଉ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। କାରଣ ସରକାର +୨ ପିଲା ଓ ତାଙ୍କ ପରିବାରକୁ ଟିକାକରଣ କରିବାକୁ ଚାହୁଁଛନ୍ତି। ତେବେ ଘଟଣାର ଗୁରୁତ୍ୱ ଉପଲବ୍ଧି କରି ହସ୍ତକ୍ଷେପ କରିବାକୁ ନବ ଦାସ କେନ୍ଦ୍ରମନ୍ତ୍ରୀଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri