ଦ୍ୱାଦଶ ପିଲାଙ୍କୁ ଟିକାକରଣ କରାଇବାକୁ ଲକ୍ଷ୍ୟ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଥିବା ବେଳେ ମୃତ୍ୟୁସଂଖ୍ୟା ଥମିବାର ନା ନେଉନି। କରୋନା ମୁକାବିଲା ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। କରୋନା ଯୋଗୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ଥିବା ବେଳେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। +୨ ପିଲା ଓ ତାଙ୍କ ପରିବାରକୁ ଟିକା ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତିି। ଅଗ୍ରାଧିକାର ଭିତ୍ତିରେ ରାଜ୍ୟସରକାର ଏହି ଟିକା ଦେବା ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି। ମଙ୍ଗଳବ ଏହି ଟିକା ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଚିଠି ଲେଖିଛନ୍ତି। ଟିକାକରଣକୁ ନେଇ ରାଜ୍ୟସରକାରଙ୍କୁ ଅଧିକ କ୍ଷମତା ଦିଆଯାଉ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। କାରଣ ସରକାର +୨ ପିଲା ଓ ତାଙ୍କ ପରିବାରକୁ ଟିକାକରଣ କରିବାକୁ ଚାହୁଁଛନ୍ତି। ତେବେ ଘଟଣାର ଗୁରୁତ୍ୱ ଉପଲବ୍ଧି କରି ହସ୍ତକ୍ଷେପ କରିବାକୁ ନବ ଦାସ କେନ୍ଦ୍ରମନ୍ତ୍ରୀଙ୍କୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍‌ ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ...

ଆଜି ବଡ଼ଓଷା: ବିନା ଭକ୍ତରେ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ଆଜି ହେଉଛି ବଡ଼ଓଷା। ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ବାବା ଧବଳେଶ୍ୱର। ଭୋରରୁ ସମସ୍ତ ନୀତିକାନ୍ତି ସହ ୧୦୮ ଗରା ଜଳରେ ସ୍ନାନ...

ଟ୍ରକ୍‌ ‌ କଣ୍ଟେନରରେ ମହିଳାଙ୍କୁ ୨୧ ଦିନ ରଖି ବଳାତ୍କାର

ନୟାଗଡ଼ ଅଫିସ,୧୭।୪: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଖୁଲୁଡା ବଜାରରୁ ଜଣେ ବିବାହିତା ମହିଳାଙ୍କୁ ଅପହରଣ କରାଯାଇ ଏକ ଟ୍ରକ୍‌ କଣ୍ଟେନରରେ ୨୧ ଦିନ...

ବନ୍ଧା ହେଲେ ସିଡିପିଓ

ଲାଞ୍ଜିଗଡ଼/ଭବାନୀପାଟଣା, ୪।୧୦(ଡି.ଏନ୍‌.ଏ./ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସିଡିପିଓ (ସମନ୍ବିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରୀ) ମୀନା କୁମାରୀ ପାତ୍ର ଭିଜିଲାନ୍ସ ଦ୍ୱାରା ସୋମବାର...

୨ ମାସ ଯାଏ କମିବନି ସଂକ୍ରମଣ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନୂଆବର୍ଷ ପରଠାରୁ କରୋନା ସଂକ୍ରମଣ ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ...

ନୟାପଲ୍ଲୀ ବୋମାମାଡ଼ ଘଟଣା: ୨ ଭାଇ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ସୁନାମି କ୍ଲବରେ ଗଣ୍ଡଗୋଳକୁ ନେଇ ଗଉଡ଼ପଡିଆ ନିକଟରେ ହୋଇଥିବା ବୋମାମାଡ ଘଟଣାରେ ପୋଲିସ ରବିବାର ଅଭିଯୁକ୍ତ ଦୁଇଭାଇଙ୍କୁ ଗିରଫ କରିଛି। ସେମାନେ...

ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ଜୁନ୍‌ ୧ ତାରିଖରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର ଓ ରାୟପୁରକୁ ବିମାନ ଉଡିବ। ଉଡ଼ାଣ ୩ ଯୋଜନାରେ ଆଲିଆନ୍ସ ଏୟାର ଉଡ଼ାଣ କରିବ। ଏ...

Advertisement


Archives

Model This Week