Posted inଜାତୀୟ

ଟାର୍ଗେଟ୍‌ କିଲିଂ, ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁଳି କଲେ ଆତଙ୍କବାଦୀ…

ଶ୍ରୀନଗର, ୨।୬ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ଟାର୍ଗେଟ କିଲିଂ ଜାରି ରଖିଛନ୍ତି। ଗୁରୁବାର ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। କୁଲଗାମ୍‌ର ଆରେହ ଗାଁରେ ଏହି ଘଟଣା ଘଟିଛି। ଆତଙ୍କବାଦୀମାନେ ବ୍ୟାଙ୍କରେ ପଶି ଏହି କାଣ୍ଡ ଭିଆଇଛନ୍ତି।

ଗୁଳି କରିବା ପରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ବ୍ୟାଙ୍କ ମ୍ୟାନେଜର ବିଜୟ କୁମାରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୂ ସୂଚନା ପ୍ରଦାନ କରାଯାଇଛି। ୪ ଦିନ ପୂର୍ବରୁ ସେ ଇଲାକାଇ ଦେହାତି ବ୍ୟାଙ୍କରେ ମ୍ୟାନେଜର ଭାବେ ନିଜ ଦାୟିତ୍ୱ ସମ୍ଭାଳି ଥିଲେ।

ଏହି ଘଟଣା ପରେ ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ଘେରାବନ୍ଦୀ କରି ଆତଙ୍କବାଦୀଙ୍କ ସନ୍ଧାନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

କେବେ ସରିବ ଇରାନ-ଇସ୍ରାଏଲ ଯୁଦ୍ଧ? ଇରାନ ପ୍ରଧାନମନ୍ତ୍ରୀ ଦେଲେ ବଡ଼ ଅପଡ଼େଟ୍

ତେହରାନ,୩୧।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି, ତଥାପି ମିଶାଇଲ୍ ଏବଂ ଡ୍ରୋନର ଆକ୍ରମଣ କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଆମେରିକା କିମ୍ବା…

ଇଣ୍ଡୋନେସିଆରେ ବୁଡ଼ିଲା ଡଙ୍ଗା, ୨୭ ନିଖୋଜ

ଜାକର୍ତ୍ତା,୩୧।୩: ଇଣ୍ଡୋନେସିଆର ଏକ ଦୁର୍ଗମ ଗ୍ରାମକୁ ଯାଉଥିବା ଏକ ଡଙ୍ଗା ଖରାପ ପାଗରେ ଫସିଯିବା ପରେ ବୁଡ଼ି ଯାଇଥିବା ଖବର ମିଳିଛିା। ଏହି ଘଟଣାରେ ୨୭ ଜଣ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ଭାରତ ଆସୁଥିବା ଇରାନୀ ବିମାନକୁ ଟାର୍ଗେଟ କଲା ଆମେରିକା, ବିଶ୍ବରେ ଚହଳ

ତେହରାନ,୩୧।୩: ଇରାନର ମଶାଦ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାର୍କିଂ ହୋଇଥିବା ଏକ ମହାନ ଏୟାରର ଏକ ବିମାନ ଆମେରିକା ଏୟାରଷ୍ଟ୍ରାଇକର ଶିକାର ହୋଇଛି । ରିପୋର୍ଟ ଅନୁସାରେ, ମଶାଦ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri