Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ମମତା, କହିଲେ ସାହସ କରନ୍ତୁ ନାହିଁ…

କୋଲକାତା, ୪।୫: ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତିଯୋଦ୍ଧାମାନେ ବ୍ରିଜ ଭୂଷଣଙ୍କ ବିରୋଧରେ କରୁଥିବା ପ୍ରଦର୍ଶନକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସମର୍ଥନ କରିଛନ୍ତିି। ଏହି ପ୍ରସଙ୍ଗରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି।

ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ଟ୍ବିଟ୍‌ କରି କହିଛନ୍ତି , ଦେଶର ଝିଅମାନଙ୍କ ସମ୍ମାନକୁ କ୍ଷତି ପହଞ୍ଚାଇବା ଅତ୍ୟନ୍ତ ଲଜ୍ଜାଜନକ । ଦେଶ ତାର ଝିଅମାନଙ୍କ ସହିତ ସବୁବେଳେ ଛିଡା ହୋଇଛି ଏବଂ ମୁଁ ଜଣେ ମଣିଷ ଭାବରେ ଆମର କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ଅଛିି। ନିୟମ ସମସ୍ତଙ୍କ ପାଇଁ ଗୋଟିଏ। ଶାସକଙ୍କ ନିୟମ ଏହି କୁସ୍ତିଯୋଦ୍ଧାଙ୍କ ସମ୍ମାନକୁ କ୍ଷତି ପହଞ୍ଚାଇ ପାରିବ ନାହିଁ। ଆପଣ ସେମାନଙ୍କ ଉପରେ ଆକ୍ରମଣ କରିପାରିବେ, କିନ୍ତୁ ସେମାନଙ୍କ ମନୋବଳକୁ ଭାଙ୍ଗି ପାରିବେ ନାହିଁ। ଏହି ଯୁଦ୍ଧ ନ୍ୟାୟରେ ହେଉଛି ତେଣୁ ଏହା ଆଗକୁ ଜାରି ରହିବ।

ମମତା ଆହୁରି କହିଛନ୍ତି ଯେ, ଆମର କୁସ୍ତିଯୋଦ୍ଧାଙ୍କୁ ଆଘାତ କରିବାକୁ ସାହସ କରନ୍ତୁ ନାହିଁ। ଦେଶ ସେମାନଙ୍କ ଲୁହକୁ ଦେଖୁଛି। ଦେଶ ଆପଣଙ୍କୁ କେବେ ବି କ୍ଷମା କରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri