ରାଷ୍ଟ୍ରପତିଙ୍କ ହେଲିକପ୍ଟରକୁ ଟାର୍ଗେଟ

କଲମ୍ବିଆ ରାଷ୍ଟ୍ରପତି ଇଭାନ ଡ୍ୟୁକ ଯାତ୍ରା କରୁଥିବା ହେଲିକପ୍ଟର ଉପରେ ଶୁକ୍ରବାର ଆକ୍ରମଣ ହୋଇଛି। କାଟାଟୁମ୍ବୋ ଅଞ୍ଚଳ ଦେଇ ନର୍ଟେ ଡି ସାଣ୍ଟାଣ୍ଡର ପ୍ରଦେଶର ରାଜଧାନୀ କୁକୁଟା ସହର ଅଭିମୁଖେ ରାଷ୍ଟ୍ରପତିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ, ଗୃହ ମନ୍ତ୍ରୀ ଯାଉଥିବାବେଳେ ହେଲିକପ୍ଟର ଉପରକୁ ଏକାଧିକ ଗୁଳିମାଡ଼ ହୋଇଥିଲା। ଆକ୍ରମଣକୁ ‘ଭୀରୁତା ପୂର୍ଣ୍ଣ’ ବୋଲି କହିବା ସହ ସମସ୍ତେ ସୁରକ୍ଷିତ ଥିବା ଇଭାନ ଏକ ବିବୃତି ଜାରି କରିଛନ୍ତି। ଏହାଦ୍ୱାରା ଡ୍ରଗ୍ସ କାରବାର, ଆତଙ୍କବାଦ ତଥା ସଂଗଠିତ ଅପରାଧ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦୁର୍ବଳ ହେବନାହିଁ ବୋଲି ସେ କହିଛନ୍ତି। ଆକ୍ରମଣକାରୀଙ୍କୁ ଠାବ କରିବାକୁ ରାଷ୍ଟ୍ରପତି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ସରକାର ବନ୍ଦ କରିବାକୁ ଯାଉଛନ୍ତି ୪ଶହ ବିଭାଗ: ଫୟାଦ ଚୌଧୁରୀ

ଇସ୍‌ଲାମାବାଦ,୧୭।୧୦: ପୁଣି ଚର୍ଚ୍ଚାରେ ଇମ୍ରାନ ଖାଁଙ୍କ ସରକାରର ମନ୍ତ୍ରୀ ଫୟାଦ ଚୌଧୁରୀ। ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସୁଥିବା ଏହି ମନ୍ତ୍ରୀ ପୁଣିଥରେ...

ଆମେରିକାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ଭଙ୍ଗାରୁଜା

ଓ୍ବାଶିଂଟନ, ୩୦।୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଆମେରିକାରେ ଭଙ୍ଗାରୁଜା କରାଯାଇଛି। କାଲିଫର୍ନିଆର ଡାଭିସ୍‌ ସହରର ସେଣ୍ଟ୍ରାଲ ପାର୍କରେ ଥିବା ମହାତ୍ମାଙ୍କୁ ୬ଫୁଟ ଉଚ୍ଚ...

ତାଲିବାନ ଦମନର ପୃଷ୍ଠଭୂମି

କାବୁଲ,୧।୩: ୨୦୦୧ ସେପ୍ଟେମ୍ବର ୧୧ରେ ନ୍ୟୁୟର୍କସ୍ଥିତ ବିଶ୍ୱ ବାଣିଜ୍ୟ କେନ୍ଦ୍ର ଉପରେ ବିମାନ ଆକ୍ରମଣ ସାରା ଦେଶକୁ ସ୍ତବ୍ଧ କରିଦେଇଥିଲା। ଓସାମା ବିନ୍‌ ଲାଡେନ୍‌ ନେତୃତ୍ୱରେ...

ପାକିସ୍ତାନରେ ଟ୍ରେଣ୍ଡ କରୁଛି ‘#ଇଣ୍ଡିଆ ନିଡ୍ସ ଅକ୍ସିଜେନ୍‌’; ଲୋକେ କହିଲେ…

ଇସଲାମାବାଦ,୨୩।୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ସାମ୍ନା କରୁଛି ଭାରତ। ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବିଭିନ୍ନ ଡାକ୍ତରଖାନାରେ ଅକ୍ସିଜେନ୍‌ର ଅଭାବ...

ଜାତିସଂଘରେ ଭାରତର ପ୍ରସ୍ତାବକୁ ସମର୍ଥନ: ଆତଙ୍କବାଦ ବିରୋଧରେ ୭୫ ଦେଶ ଏକଜୁଟ

ଜେନେଭା,୫।୧୧: ଆତଙ୍କବାଦ ବିରୋଧରେ ଜାତିସଂଘରେ ଭାରତକୁ ବଡ଼ ସଫଳତା ମିଳିଛି। ଭାରତ ପକ୍ଷରୁ ଜାତିସଂଘ ବାର୍ଷିକ ବୈଠକରେ ଆଗତ କରାଯାଇଥିବା ଏସମ୍ପର୍କିତ ପ୍ରସ୍ତାବକୁ ୭୫ରୁ ଅଧିକ...

ରୁଷିଆ ପ୍ଲାଣ୍ଟରେ ବିସ୍ଫୋରଣ

ମସ୍କୋ,୨ା୬(ଏଏଫ୍‌ପି): କେନ୍ଦ୍ରୀୟ ରୁଷିଆର ଏକ ପ୍ଲାଣ୍ଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୪୨ ଆହତ ହୋଇଥିବାବେଳେ ଆଖପାଖର ୨୦୦ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଏହାସହ...

ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। ଦେଶର...

ଜେଲ୍‌ରେ ଦଙ୍ଗା: ୫୨ ମୃତ

ରିଓ ଡି ଜେନିରୋ,୩୦ା୭(ଏଏଫ୍‌ପି): ଉତ୍ତର ବ୍ରାଜିଲ୍‌ର ଏକ କାରାଗାରରେ ଦୁଇ ବିଦ୍ରୋହୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ଅନୂ୍ୟନ ୫୨ କଏଦୀଙ୍କ ପ୍ରାଣହାନି ଘଟିଛି। ତିନି...

Advertisement
Archives

Model This Week