ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ କହିବା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଟାରିଫ୍‌ ହ୍ରାସ ସମ୍ପର୍କରେ ଘୋଷଣା କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ସ୍ବାଗତ କରି ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହାପରେ ଭାରତୀୟ ଉଦ୍ୟୋଗ କ୍ଷେତ୍ରରେ … Continue reading ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ