ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି ଭାବେ ତାରାପ୍ରସାଦ ପଟ୍ଟନାୟକଙ୍କୁ ଦାୟିତ୍ଵ ଦିଆଯାଇଛି। ବିଜେଡ଼ି ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଉଭୟଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡ଼ିଛି।

ପୂର୍ବରୁ ବ୍ଲକ ସଭାପତି ଭାବେ ନିଯୁକ୍ତ ଥିବା ପୂର୍ବତନ ସରପଞ୍ଚ ବିଭୂତି ଭୂଷଣ ମହାପାତ୍ର ଙ୍କ ଦେହାନ୍ତ ହେବା ପରେ  ବିଜେଡ଼ି ବ୍ଲକ ସଭାପତି ପଦବୀ ଖାଲି ପଡିଥିଲା। ନବ ନିଯୁକ୍ତ ବ୍ଲକ ଓ ନଗର ବିଜେଡ଼ି ସଭାପତି ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା କାର୍ଯ୍ୟକାରୀ ସଭାପତି ଭଗବାନ ଗନ୍ତାୟତ,ପୂର୍ଣ୍ଣଚନ୍ଦ୍ର ସ୍ବାଇଁ,ରାଜ୍ୟ କାର୍ଯ୍ୟକର୍ତ୍ତା ବିପ୍ଳବ ପାତ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ପୁରୁଣା ସୁନାକୁ ନୂଆ ଭଳି କରିବା ବାହାନାରେ ସୁନା ଚୋରି, ୬ ମହିଳାଙ୍କୁ କୋର୍ଟ ଚାଲାଣ କଲା…

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତ ଅଞ୍ଚଳରେ ସୁନା ଚୋରି ମାମଲାରେ ବୁଧବାର ବିଶ୍ୱନାଥପୁର ଥାନା ପୋଲିସ ୬ ମହିଳାଙ୍କୁ ଗିରଫ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri