ପରୋକ୍ଷରେ ପ୍ରିୟଙ୍କାଙ୍କୁ ଟାର୍ଗେଟ କଲେ ତସଲିମା, ସରୋଗେସୀକୁ କହିଲେ ‘ରେଡିମେଡ୍‌ ଛୁଆ’

ବମ୍ବେ: ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ପରୋକ୍ଷରେ କଟାକ୍ଷ କରିଛନ୍ତି ଲୋକପ୍ରିୟ ଲେଖିକା ତସଲିମା ନସରିନ୍‌। ନିକଟରେ ପିସି ମା’ ହୋଇଛନ୍ତି। ସରୋଗେସୀ ଜରିଆରେ ପିସିଙ୍କ ଏକ କନ୍ୟା ସନ୍ତାନ ହୋଇଥିବା କୁହାଯାଉଛି। ଏହି ଖବର ବିଷୟରେ ଅଭିନେତ୍ରୀ ଜଣାଇବା ପରେ ନାଁ ନ ନେଇ ସେ ତାଙ୍କୁ ଟାର୍ଗେଟ କରିଛନ୍ତି ତସଲିମା। ଏହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି।

ତସଲିମା ଟୁଇଟ୍‌ରେ ସରୋଗେସୀ ମାଧ୍ୟମରେ ମାତୃତ୍ୱ ଲାଭ କରୁଥିବା ମା’ମାନଙ୍କ ଭାବନା ଉପରେ ପ୍ରଶ୍ନ ଉଠାଇ କହିଛନ୍ତି, ଯେଉଁମାନେ ଏହି ଉପାୟରେ ନିଜର ରେଡିମେଟ୍‌ ଶିଶୁ ପାଇଥାନ୍ତି, ସେହି ମା’ ମାନଙ୍କୁ କିଭଳି ଲାଗିଥାଏ। ଜନ୍ମ କଲା ମା’ ଭଳି ସେମାନଙ୍କ ମନରେ ଭାବନା ରହିଥାଏ? ସେହିଭଳି ଅନ୍ୟ ଏକ ଟୁଇଟ୍‌ରେ ସେ ଲେଖିଛନ୍ତି, ଗରିବ ମହିଳାଙ୍କ ଯୋଗୁ ସରୋଗେସି ସମ୍ଭବ ହେଉଛି। ଧନୀ ଲୋକ ସର୍ବଦା ନିଜର ସ୍ବାର୍ଥ ପାଇଁ ସମାଜରେ ଗରିବ ଦେଖିବାକୁ ଚାହାନ୍ତି। ଯଦି ଶିଶୁ ପାଳିବାକୁ ଇଚ୍ଛା, ତେବେ ଅନାଥ ଶିଶୁଙ୍କୁ ପୋଷ୍ୟ ଭାବେ ଗ୍ରହଣ କରନ୍ତୁ। ପିଲାମାନେ ତୁମ ଗୁଣଗୁଡ଼ିକ ଆଣିବା ଜରୁରୀ। ଏହା କେବଳ ଅହଙ୍କାର ବୋଲି ସେ ଲେଖିଛନ୍ତି।

ତସଲିମାଙ୍କ ଏହି ଟୁଇଟ୍‌କୁ ନେଇ ଏବେ ସୋସିଆଲ ମିଡିଆରେ ବିବାଦ ଦେଖାଦେଇଛି। ଅନେକ ତାଙ୍କୁ ସମାଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?