ଟାଟା ଏଆଇଏର ନୂତନ ସେବା ପିପିଏସ୍‌,ହ୍ବାଟ୍‌ଆପ୍‌ ଜରିଆରେ…

ଭୁବନେଶ୍ୱର,୧୪।୪: ଦେଶର ପ୍ରମୁଖ ଘରୋଇ ଜୀବନ ବୀମା କମ୍ପାନୀ ‘ଟାଟା ଏଆଇଏ’ର ନୂତନ ସୁବିଧା (ସେବା) ବା ହ୍ବାଟ୍ସ୍‌ଆପ୍‌ ଜରିଆରେ ପ୍ରିମିୟମ୍‌ ପେମେଣ୍ଟ ସର୍ଭିସ୍‌ (ପିପିଏସ୍‌)ର ଶୁଭାରମ୍ଭ କରାଯାଇଛି। ଏପରିକି ବୀମା କ୍ଷେତ୍ରରେ କମ୍ପାନୀ ପ୍ରଥମ ଧରଣର ସେବା ନିକଟରେ ଆରମ୍ଭ କରିଛି। ପୂର୍ବରୁ କେବଳ ୟୁପିଆଇ ଜରିଆରେ ସୀମିତ ଥିବା ବେଳେ ବର୍ତ୍ତମାନ ଟାଟା ଏଆଇଏର ଗ୍ରାହକମାନେ ହ୍ବାଟ୍‌ଆପ୍‌ ଜରିଆରେ ବିଭିନ୍ନ ପେମେଣ୍ଟ ମାଧ୍ୟମ ବ୍ୟବହାର କରିପାରିବେ। ଏପରିକି ଗ୍ରାହକମାନେ ହ୍ବାଟ୍‌ଆପ୍‌ ବ୍ୟବହାର କରି କ୍ରେଡିଟ୍‌ କାର୍ଡ, ଡେବିଟ୍‌ କାର୍ଡ ଓ ନେଟ୍‌ ବ୍ୟାଙ୍କିଙ୍ଗ୍‌ ଜରିଆରେ ୧କୋଟି ଟଙ୍କା ପର୍ଯ୍ୟନ୍ତ ପେମେଣ୍ଟ କରିପାରିବେ। ପୂର୍ବରୁ ଏହି ସୀମା ୨ଲକ୍ଷ ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri