Posted inଜାତୀୟ

ପ୍ରତୀକ୍ଷାର ଅନ୍ତ: ଟାଟା ହାତକୁ ଆସିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧: ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଗୁରୁବାର ଔପଚାରିକ ଭାବେ ଟାଟା ଗ୍ରୁପକୁ ହସ୍ତାନ୍ତର କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ଘରୋଇକରଣ ଯୋଜନା ଅଧୀନରେ ଏୟାର ଇଣ୍ଡିଆକୁ ସାମିଲ କରାଯାଇ ଏହାର ସଫଳ ନିଲାମ କରାଯାଇଛି। ଏବେ ଏୟାର ଇଣ୍ଡିଆର ସମସ୍ତ ପରିଚାଳନା ଦାୟିତ୍ୱ ଟାଟା ଗ୍ରୁପ ଅଧିନକୁ ଆସିଛି। ଆଜି ସରକାରୀ ଭାବେ ହସ୍ତାନ୍ତର ପୂର୍ବରୁ ଟାଟା ସନ ଅଧ୍ୟକ୍ଷ ଏନ ଚନ୍ଦ୍ରଶେଖରନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଟାଟା ଗ୍ରପକୁ ଏୟାର ଇଣ୍ଡିଆ ଫେରିବା ପରେ ଆମେ ଅତ୍ୟନ୍ତ ଖୁସି ବୋଲି ଏନ ଚନ୍ଦ୍ରଶେଖରନ କହିଛନ୍ତି। ଏହାକୁ ବିଶ୍ୱସ୍ତରୀୟ ଏୟାର ଲାଇନ୍ସ ତିଆରି କରିବାରେ ଟାଟା ଗ୍ରୁପ ଉଦ୍ୟମ କରିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବରରେ ନିଲାମୀ ପ୍ରକ୍ରିୟାରେ ଟାଟା ଗ୍ରୁପ ସବୁଠୁ ଅଧିକ ଟଙ୍କା ୧୮,୦୦୦ କୋଟି ଟଙ୍କା ଦେଇ ଏହାକୁ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କୁ କମଲ ନାଥଙ୍କ ଦୀପାବଳି ଉପହାର

ଭୋପାଳ,୨୭।୧୦: ଦୀପାବଳି ଅବସରରେ ମଧ୍ୟ ପ୍ରଦେଶର କମଲ ନାଥ ସରକାର ଶିକ୍ଷକମାନଙ୍କୁ ଏକ ଭେଟି ଦେଇଛନ୍ତି। ରାଜ୍ୟର ପ୍ରାୟ ୧ଲକ୍ଷ ୭୮ ହଜାର ଶିକ୍ଷକଙ୍କୁ ସପ୍ତମ...

ସରକାରୀ କାର୍ଯ୍ୟାଳୟରେ ପିସ୍ତଲ ଦେଖାଇଲେ ଟିଏମ୍‌ସି ନେତ୍ରୀ

କୋଲକତା,୭।୧୨: ପଶ୍ଚିମବଙ୍ଗରେ ଶାସକ ଟିଏମସିକୁ ନେଇ ଏକ ନୂଆ ବିବାଦ ଦେଖାଦେଇଛି। ରାଜ୍ୟର ମାଲଦା ଜିଲାର ଏକ ସରକାରୀ କାର୍ଯ୍ୟାଳୟରେ ଟିଏମସି ନେତ୍ରୀ ମୃଣାଳିନୀ ମଣ୍ଡଳ...

ଜୀବିତ ବ୍ୟକ୍ତିଙ୍କୁ ମୃତ ଘୋଷଣା କରି ପୋଷ୍ଟମର୍ଟମ ପାଇଁ ପଠାଇଲେ ଡାକ୍ତର

ସାଗର,୨୨।୬: ମଧ୍ୟପ୍ରଦେଶର ସାଗର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଡାକ୍ତରଙ୍କର ଏକ ଖାମଖିଆଲି ମନୋଭାବ ଦେଖିବାକୁ ମିଳିଛି। ଜଣେ ଜୀବିତ ବୃଦ୍ଧଙ୍କୁ ଡାକ୍ତର...

୯ରେ କର୍‌ତାରପୁର କରିଡର ଉଦ୍‌ଘାଟନ

ଲାହୋର,୨୧ା୧୦(ପି.ଟି.): ବହୁପ୍ରତୀକ୍ଷିତ କର୍‌ତାରପୁର କରିଡର ଉଦ୍‌ଘାଟନ ନଭେମ୍ବର ୯ରେ ହେବ ବୋଲି ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ରବିବାର ଘୋଷଣା କରିଛନ୍ତି। ଏହି ପ୍ରସ୍ତାବିତ କରିଡର...

ଦିନକର ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ, ୭।୧୧: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁ ଉତ୍ତର ଉପକୂଳ ଅଞ୍ଚଳରେ ଶନିବାର ରାତିରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ବହୁ...

ହସ୍ପିଟାଲ ପାଇଁ ଜମି ଦାନ କରିଥିବା ବ୍ୟକ୍ତିଙ୍କ ନାମ ଅନୁସାରେ ହେବ ଏହାର ନାମକରଣ, ସରକାରଙ୍କ ନିର୍ଦ୍ଦେଶ …

ଲକ୍ଷ୍ନୌ,୧୬।୬: ହସ୍ପିଟାଲ ପାଇଁ ଜମି ଦାନ କଲେ ଦାତାଙ୍କ ନାମରେ ଏହାର ନାମକରଣ ହୋଇପାରିବ। ଜନବହୁଳ ଅଞ୍ଚଳରେ ଜମି କିଣି ସ୍ବାସ୍ଥ୍ୟ ବିଭାଗ ବର୍ତ୍ତମାନ ଏକ...

ପ୍ରତ୍ନତତ୍ତ୍ୱବିତ୍‌ ବି.ବି. ଲାଲ୍‌ଙ୍କ ପରଲୋକ

ନୂଆଦିଲ୍ଲୀ,୧୧ା୯: ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ବିଶିଷ୍ଟ ପ୍ରତ୍ନତତ୍ତ୍ୱବିତ୍‌ ବି.ବି. ଲାଲ୍‌ଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୧୦୧ ବର୍ଷ ହୋଇଥିଲା। ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର...

ମୋଦିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ, ୧୮ା୩: ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପରିବାର ତାଙ୍କ ସାଜ୍ଞା କାହିଁକି ବ୍ୟବହାର କରୁ ନାହାନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ।...

Advertisement
Archives

Model This Week