Posted inଜାତୀୟ

ପ୍ରତୀକ୍ଷାର ଅନ୍ତ: ଟାଟା ହାତକୁ ଆସିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୭।୧: ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ଗୁରୁବାର ଔପଚାରିକ ଭାବେ ଟାଟା ଗ୍ରୁପକୁ ହସ୍ତାନ୍ତର କରିଛନ୍ତି ସରକାର। କେନ୍ଦ୍ର ସରକାରଙ୍କ ଘରୋଇକରଣ ଯୋଜନା ଅଧୀନରେ ଏୟାର ଇଣ୍ଡିଆକୁ ସାମିଲ କରାଯାଇ ଏହାର ସଫଳ ନିଲାମ କରାଯାଇଛି। ଏବେ ଏୟାର ଇଣ୍ଡିଆର ସମସ୍ତ ପରିଚାଳନା ଦାୟିତ୍ୱ ଟାଟା ଗ୍ରୁପ ଅଧିନକୁ ଆସିଛି। ଆଜି ସରକାରୀ ଭାବେ ହସ୍ତାନ୍ତର ପୂର୍ବରୁ ଟାଟା ସନ ଅଧ୍ୟକ୍ଷ ଏନ ଚନ୍ଦ୍ରଶେଖରନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଟାଟା ଗ୍ରପକୁ ଏୟାର ଇଣ୍ଡିଆ ଫେରିବା ପରେ ଆମେ ଅତ୍ୟନ୍ତ ଖୁସି ବୋଲି ଏନ ଚନ୍ଦ୍ରଶେଖରନ କହିଛନ୍ତି। ଏହାକୁ ବିଶ୍ୱସ୍ତରୀୟ ଏୟାର ଲାଇନ୍ସ ତିଆରି କରିବାରେ ଟାଟା ଗ୍ରୁପ ଉଦ୍ୟମ କରିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଗତ ବର୍ଷ ଅକ୍ଟୋବରରେ ନିଲାମୀ ପ୍ରକ୍ରିୟାରେ ଟାଟା ଗ୍ରୁପ ସବୁଠୁ ଅଧିକ ଟଙ୍କା ୧୮,୦୦୦ କୋଟି ଟଙ୍କା ଦେଇ ଏହାକୁ କିଣିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବୈଠକରେ ସାମିଲ ହେଲେ କଂଗ୍ରେସ ଏମ୍‌ପି

ଚଣ୍ଡିଗଡ,୧୪।୨:ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳର ଗୋଷ୍ଠୀକନ୍ଦଳ ଥମିବାର ନାଁ ନେଉନାହିଁ। ପଟିଆଲାରୁ କଂଗ୍ରେସ ଏମ୍‌ପି ଥିବା ପରନୀତ କୌର ଏବେ ଭାଜପା ବୈଠକରେ...

ରାମ ମନ୍ଦିର ନିର୍ମାଣ ପାଇଁ ଗଠନ ହେଲା ସ୍ବତନ୍ତ୍ର ଡେସ୍କ

ନୂଆଦିଲ୍ଲୀ, ୩।୧: କେନ୍ଦ୍ର ସରକାର ରାମ ମନ୍ଦିର ନିର୍ମାଣ ପାଇଁ ଏକ ସ୍ବତନ୍ତ୍ର ଅଯୋଧ୍ୟା ଡେସ୍କ ଗଠନ କରିଛନ୍ତି। ଅଯୋଧ୍ୟା ସହ ଜ ସମସ୍ତ ପ୍ରସଙ୍ଗ...

ଶ୍ରୀ ହଜୁର ଶାହିବରୁ ଫେରିଥିବା ୫ ଜଣଙ୍କ ରିପୋର୍ଟ କରୋନା ପଜିଟିଭ

ଚଣ୍ଡିଗଡ଼,୨୮।୪: ମହାରାଷ୍ଟ୍ର ନାନ୍ଦେଡର ଶ୍ରୀ ହଜୁର ଶାହିବରୁ ପଞ୍ଜାବର ତନ ତରନ ଜିଲାକୁ ଫେରିଥିବା ୫ ଶ୍ରଦ୍ଧାଳୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କଠାରେ କରୋନା...

କଂଗ୍ରେସର ପରାଜୟ ପାଇଁ ଗାନ୍ଧୀ ପରିବାର ଦାୟୀ: ଅମରିନ୍ଦର

ଚଣ୍ଡିଗଡ଼,୧୫।୩ : ପଞ୍ଜାବ ସମେତ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଗାନ୍ଧୀ ପରିବାର ଦାୟୀ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ...

ଆତ୍ମହତ୍ୟା କରିବାକୁ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କୁ ମହିଳାଙ୍କ ମେଲ୍‌

ନୂଆଦିଲ୍ଲୀ, ୨୮।୮(ଆଇଏଏନ୍‌ଏସ୍‌):ଦୁଇଘଣ୍ଟା ମଧ୍ୟରେ ସହାୟତା ନ ମିଳିଲେ ଆତ୍ମହତ୍ୟା କରିବେ ବୋଲି ଦିଲ୍ଲୀର ଜଣେ ୪୦ ବର୍ଷୀୟା ମହିଳା ବୁଧବାର ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ...

ବାଲିରେ ପୋତିଥିଲେ ୨ ହଜାର ଶବ

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫ା୫: ଭାଜପା ଶାସିତ ଉତ୍ତରପ୍ରଦେଶରେ ପ୍ରବାହିତ ଗଙ୍ଗାନଦୀ କୂଳର ୧୧୪୦ କି.ମି. ଅଞ୍ଚଳରେ ୨ ହଜାରରୁ ଊର୍ଦ୍ଧ୍ୱ କୋଭିଡ୍‌ ରୋଗୀଙ୍କ ମୃତଦେହ ଠାବ କରାଯାଇଛି। ପ୍ରଥମେ...

ପାଟନା କଂଗ୍ରେସ କାର୍ଯ୍ୟାଳୟରେ ଆୟକର ଚଢ଼ଉ; ୮.୫ ଲକ୍ଷ ଟଙ୍କା ଜବତ

ପାଟନା, ୨୨।୧୦: ଆୟକର ବିଭାଗ ପକ୍ଷରୁ ଗୁରୁବାର ବିହାର ପାଟନାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଚଢ଼ଉ କରାଯାଇଛି। କାର୍ଯ୍ୟାଳୟ ପରିସର ବାହାରୁ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି।...

ନୋଏଡାରେ ଗ୍ୟାସ ଲିକ୍‌ ଭୟ

ନୋଏଡା,୨୫।୨: ଜାତୀୟ ରାଜଧାନୀ ନିକଟସ୍ଥ ନୋଏଡା ସହରର ବିଭିନ୍ନ ରେସିଡେନସିଆଲ ସେକ୍ଟରରେ ଗୁରୁବାର ସନ୍ଧ୍ୟାରେ ରନ୍ଧନ ଗ୍ୟାସ ଲିକ ହୋଇଯାଇଥିବା ଖବର ପ୍ରଚାରିତ ହୋଇଥିଲା। ଏଥିଯୋଗୁ...

Advertisement
Archives

Model This Week