ଟାଟା ହିଟାଚିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୨୬।୯ : ଟାଟା ହିଟାଚିର ନୂତନ ଉତ୍ପାଦ ଇଏକ୍ସ ୧୩୦ ପ୍ରାଇମ୍‌ ଓ ଜାକ୍ସିସ୍‌ ୧୪୦ଏଚ୍‌ ଅଲ୍‌ଟ୍ରାର ସର୍ବଭାରତୀୟ ଉନ୍ମୋଚନ ସହିତ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅତ୍ୟାଧୁନକି ଜ୍ଞାନକୌଶଳରେ ନିର୍ମିତ ଏହି ଉନ୍ନତ ଖନନ ଉପକରଣଗୁଡିକ ଉତ୍କୃଷ୍ଟମାନର ପ୍ରଦର୍ଶନ, ବର୍ଦ୍ଧିତ ଦକ୍ଷତା ଓ ଅଭିନବ ଫିଚରଗୁଡକି ସହିତ ବଜାର ପ୍ରବେଶରେ ଉପଲବ୍ଧ ହେଉଛି। ଅପରପକ୍ଷରେ କର୍ନାଟକର ଧାରୱାଡ୍‌ସ୍ଥିତ ଟାଟା ହିଟାଚି କାରଖାନା (ପ୍ଲାଣ୍ଟ) ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଉପରୋକ୍ତ ଉତ୍ପାଦ ଦ୍ୱୟ କମ୍ପାନୀର ବରିଷ୍ଠ ପରିଚାଳନା ଅଧିକାରୀ ଓ ଡିଲର ପାର୍ଟନର୍‌ମାନଙ୍କ ଉପସ୍ଥିତିରେ ଶୁଭାରମ୍ଭ କରାଯାଇଥିଲା। ଏପରିକି ଉଭୟ ମେଶିନ୍‌ ଇଏକ୍ସ ୧୩୦ ପ୍ରାଇମ୍‌ ଓ ଜାକ୍ସିସ୍‌ ୧୪୦ଏଚ୍‌ ଅଲ୍‌ଟ୍ରା ଗ୍ରାହକଙ୍କୁ ଅତୁଳନୀୟ ଲାଭ ପ୍ରଦାନକାରୀ ନିର୍ମାଣ ଉପକରଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ସହାୟତା ପ୍ରଦାନ କରିବ। ସେହିଭଳି ଉଭୟ ମେଶିନରେ ଇଣ୍ଟଲିଜେଣ୍ଟ କଂଟ୍ରୋଲ ଓ ହିଟାଚିର ହାଇଡ୍ରାଉଲିକ୍‌ ଟେକ୍ନୋଲୋଜି ରହିଛି, ଯାହା ସଠିକତା ଓ ସହଜ ପରିଚାଳନା ସୁନିଶ୍ଚିତ କରୁଛି।
ଏ ସମ୍ପର୍କରେ ଟାଟା ହିଟାଚିର ପରିଚାଳନା ନିର୍ଦ୍ଦେଶକ ସନ୍ଦିପ ସିଂହ କହିଛନ୍ତି, ଆମେ ଆମର ଗ୍ରାହକଙ୍କୁ ସଶକ୍ତ କରୁଥିବା ଅତ୍ୟାଧୁନିକ ଉପକରଣ ପ୍ରଦାନ କରିବା ଲାଗି ପ୍ରତିବଦ୍ଧ ରହିଛୁ, ବିଶେଷକରି ଇଏକ୍ସ ୧୩୦ପ୍ରାଇମ୍‌ ଓ ଜାକ୍ସିସ୍‌ ୧୪୦ ଏଚ୍‌ ଅଲ୍‌ଟ୍ରା ମେଶିନ୍‌ ବିଶ୍ୱସନୀୟତା, କ୍ଷମତା ଓ ନିର୍ଭରଶୀଳତା ପ୍ରତି ଆମର ସମର୍ପଣ ଭାବକୁ ଧାରଣ କରିଛି। ଏହି ମେଶିନଗୁଡିକ ନିର୍ମାଣ ଉପକରଣ ଶିଳ୍ପରେ ଉତ୍କର୍ଷତା ପାଇଁ ଆମର ନିରନ୍ତର ପ୍ରୟାସ ପ୍ରତି ଏକ ପ୍ରମାଣ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?