Posted inଖେଳ

ଘୋଷଣା ହେଲା ଆଇପିଏଲ ୨୦୨୫ରେ ନିଲାମୀ ହେବାକୁ ଥିବା ଖେଳାଳିଙ୍କ ତାଲିକା

ମୁମ୍ବାଇ,୧୫ା୧୧: ବହୁ ପ୍ରତୀକ୍ଷିତ ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଖେଳାଳିଙ୍କ ନିଲାମ ତାଲିକା ପ୍ରକାଶ ପାଇଛି। ଆଗାମୀ ସିଜିନ୍ ପାଇଁ ସମୁଦାୟ ୫୭୪ ଖେଳାଳିଙ୍କ ଭାଗ୍ୟ ସାଉଦି ଆରବିଆରେ ହେବାକୁ ଥିବା ନିଲାମୀରେ ନିର୍ଦ୍ଧାରଣ ହେବ। ପଞ୍ଜିକୃତ କରିଥିବା ଖେଳାଳିଙ୍କ ମଧ୍ୟରୁ ୩୬୬ ଭାରତୀୟ ହୋଇଥିବା ବେଳେ ୨୦୮ ବିଦେଶୀ ଖେଳାଳି ରହିଛନ୍ତି।

ଏହି ନିଲାମରେ ୩୧୮ ଭାରତୀୟ ଖେଳାଳି ଏବଂ ୧୨ ଜଣ ଅନ୍-କ୍ୟାପଡ୍ ବିଦେଶୀ ଖେଳାଳି ଅନ୍ତର୍ଭୁକ୍ତ ହେବେ। ୨୦୪ ବିଦେଶୀ ଖେଳାଳିଙ୍କ ମଧ୍ୟରୁ ଖେବଳ ୭୦ ଖେଳାଳିଙ୍କୁ କିଣାଯିବ। ମେଗା ନିଲାମ ୨୪ ନଭେମ୍ବର ୨୦୨୪ ରବିବାର ସ୍ଥାନୀୟ ସମୟ ୧୨:୩୦ ରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri