ବୈଦ୍ୟୁତିକ ସମସ୍ୟାର ସମାଧାନ କରିବ ଟାଟା ପାଓ୍ବାର କଲ୍‌ ସେଣ୍ଟର

ଭୁବନେଶ୍ୱର, ୮।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଲ୍ୟାଣୀ କମ୍ପ୍ଲେକ୍ସ ପରିସରରେ ଶୁକ୍ରବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଦ୍ୱାରା ଟାଟା ପାଓ୍ବାର କଲ୍‌ ସେଣ୍ଟର ଉଦ୍‌ଘାଟିତ ହୋଇଛି। ଏହା ଉପଭୋକ୍ତା ଏବଂ କମ୍ପାନୀ ମଧ୍ୟରେ ସେତୁ ସାଜିବ। ବିଦ୍ୟୁତ୍‌ ସମସ୍ୟାର ତ୍ବରିତ ସମାଧାନ ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମନ୍ତ୍ରୀ କହିଛନ୍ତି। ଏହି କଲ୍‌ ସେଣ୍ଟର ୨୪ ଘଣ୍ଟିଆ କାର୍ଯ୍ୟ କରିବ। ଏଠାକୁ ଫୋନ୍‌ ମାଧ୍ୟମରେ ଯୋଗାଯୋଗ କରି ଉପଭୋକ୍ତାମାନେ ବିଦ୍ୟୁତ୍‌ ସରବରାହଜନିତ ତ୍ରୁଟି, ଦେୟ ପୈଠ, ନୂଆ ଲାଇନ୍‌ ସଂଯୋଗ, ଠିକଣା ପରିବର୍ତ୍ତନ ସମ୍ପର୍କିତ ବିଭିନ୍ନ ତଥ୍ୟ ପାଇପାରିବେ। ବିଭିନ୍ନ ପ୍ରଶ୍ନ ପଚାରି ସନ୍ଦେହ ଦୂର କରିପାରିବେ। ଅଭିଯୋଗ ଦାଖଲ ମଧ୍ୟ ହୋଇପାରିବ। କଲ୍‌ସେଣ୍ଟର ଉଦ୍‌ଘାଟନ କରିବା ପରେ ଶକ୍ତିମନ୍ତ୍ରୀ ଏହାର କାର୍ଯ୍ୟକାରିତା ସମ୍ପର୍କରେ ପଚାରି ବୁଝିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଟିପିସିଓଡିଏଲ୍‌ର ମୁଖ୍ୟ ନିର୍ବାହୀ ଏମ୍‌. ସେନବାଗାମ୍‌ଙ୍କ ସମେତ ଟାଟା ପାଓ୍ବାରର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୪ ଥର ଅଫର ଦେଲେ ସରକାର, ହେଲେ CJP କହିଲା ନା ନଡ୍ଡାଙ୍କ ଘର ନା ଅଫିସ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟିର ଏକ ବିବୃତ୍ତିରେ କୁହାଯାଇଛି ଯେ ଏହା ନିରପେକ୍ଷ ଆଲୋଚନାକୁ ପସନ୍ଦ କରେ। ଏହା କାହାର କାର୍ଯ୍ୟାଳୟ କିମ୍ବା ମନ୍ତ୍ରଣାଳୟରେ ଆଲୋଚନା କରିବାକୁ…

CJP ପ୍ରଦର୍ଶନ ପ୍ରଭାବ! NDMCର ବଡ଼ ନିଷ୍ପତ୍ତି, ଏହି ସମୟରୁ ବନ୍ଦ ହେବ ଦୋକାନ

ନୂଆଦିଲ୍ଲୀ,୨୩ା୭: ଗୁରୁବାର ସନ୍ଧ୍ୟା ୬:୩୦ ସୁଦ୍ଧା ଜାତୀୟ ରାଜଧାନୀ ଦିଲ୍ଲୀର କନଟ୍ ପ୍ଲେସ୍ ଖାଲି ହୋଇପାରେ । ନୂଆଦିଲ୍ଲୀ ମ୍ୟୁନିସିପାଲ୍ କାଉନସିଲ୍ (NDMC)ର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ…

CJPର ବଡ଼ ଘୋଷଣା: ଆସନ୍ତାକାଲି ସାରା ଦେଶରେ ହେବ ପ୍ରତିବାଦ

ନୂଆଦିଲ୍ଲୀ,୨୩।୯: କକ୍ରୋଚ ଜନତା ପାର୍ଟି (CJP) ଗୁରୁବାର ଏକ ବଡ଼ ଘୋଷଣା କରିଛି। ପୋଲିସ ବର୍ବରତା ବିରୋଧରେ ଦଳ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରତିବାଦ ପାଇଁ ଡାକରା…

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

NEET ପେପର୍‌ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri