Posted inଖେଳ

ଆଗାମୀ ପାଞ୍ଚ ସିଜିନ୍ ପାଇଁ ଆଇପିଏଲ୍ ଟାଇଟଲ୍ ପ୍ରାୟୋଜକ ପାଇଲା ଟାଟା

ନୂଆଦିଲ୍ଲୀ ,୧୯ା୧: ଟାଟା ଗ୍ରୁପ୍ ସଫଳତାର ସହିତ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଟାଇଟଲ୍ ପ୍ରୟୋଜକ ଅଧିକାର ବଜାୟ ରଖିଛି ଏବଂ ୨୦୨୮ ପର୍ଯ୍ୟନ୍ତ ଚୁକ୍ତିନାମାକୁ ବଢ଼ାଇ ଆସନ୍ତା ପାଞ୍ଚ ବର୍ଷ ପାଇଁ ଏହି ଅଧିକାର ସୁରକ୍ଷିତ କରିଛି। ଚୁକ୍ତି ଅନୁଯାୟୀ ପ୍ରତି ସିଜିନରେ ଟାଟା ଗ୍ରୁପ୍ ୫୦୦ କୋଟି ଟଙ୍କା ପ୍ରଦାନ କରିବ।

ଚାଇନା ବିରୋଧୀ କ୍ୟାମ୍ପେନ ପ୍ରଭାବରେ ଭିଭୋକୁ ଚୁକ୍ତିରୁ ବାଦ ଦେବା ପରେ ୨୦୨୨ରେ ଟାଟା ଏହି ଅଧିକାର ହାସଲ କରିଥିଲେ। ଭିଭୋ ୨୦୧୮ ସିଜିନ୍ ଠାରୁ ଆରମ୍ଭ କରି ପାଞ୍ଚ ବର୍ଷର ଅବଧି ପାଇଁ ୨୧୯୯ କୋଟି ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲା।ସେହିପରି ଶେଷ ବର୍ଷରେ ଚୁକ୍ତି ଶେଷ କରିବାର ମୂଲ୍ୟ ୫୧୨ କୋଟି ଟଙ୍କା ରହିଥିଲା। ତେବେ ମହାମାରୀ ସମୟରେ ଏକ ବର୍ଷ ପାଇଁ ଅଟକି ରହିଥିବାରୁ ଶେଷରେ ଏହି ଚୁକ୍ତି ୬ ବର୍ଷ ପର୍ଯ୍ୟନ୍ତ ଚାଲିଥିଲା।

ଭାରତ ଏବଂ ଚାଇନା ମଧ୍ୟରେ କୂଟନୈତିକ ତିକ୍ତତା ହେତୁ ଆଇପିଏଲ୍-ଭିଭୋ ଚୁକ୍ତି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ଯାହାର ସୁଯୋଗ ନେଇ ଟାଟା ଗ୍ରୁପ୍ ୨୦୨୨ ମସିହାରେ ପାଦ ଦେଇଥିଲା ଏବଂ ଗୋଟିଏ ସିଜିନ୍ରୁ ପାଇଁ ୩୬୫ କୋଟି ଟଙ୍କା ଦେବାକୁ ରାଜି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri