ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ଅକ୍ଟୋବର ୨୦୧୬ରେ ଟାଟା ସନ୍ସ ବୋର୍ଡରେ ସାମିଲ ହୋଇଥିଲେ ଏବଂ ଜାନୁଆରୀ ୨୦୧୭ରେ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ। ସୂଚନାଯୋଗ୍ୟ, ଅକ୍ଟୋବର ୮ରେ ଋଣ ବୋଝ ତଳେ ଦବି ରହିଥିବା ଏୟାର ଇଣ୍ଡିଆକୁ ଟାଟା କମ୍ପାନୀ ନିଜ ଅଧିନକୁ ନେଇଥିଲା। ଏହାପରେ ଏହାର ଅଧ୍ୟକ୍ଷ ସନ୍ଧାନ ଚାଲିଥିଲା। ସୋମବାର ଆୟୋଜିତ ହୋଇଥିବା ଏକ ବୋର୍ଡ ମିଟିଂରେ ଏହି ଶୀର୍ଷ ପଦବୀ ପାଇଁ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କ ନିଯୁକ୍ତିକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନର ଗୋଟିଏ ଦିନ ପରେ ଭାଜପା ପ୍ରାର୍ଥୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଲୋକ ସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ...

‘କାମରେ ଧ୍ୟାନ ଦିଅ’, କର୍ମଚାରୀଙ୍କୁ ଗୁଗ୍‌ଲ ସିଇଓ ସୁନ୍ଦର ପିଚାଇଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦ା୪: ନିକଟରେ ଗୁଗ୍‌ଲ ଅଫିସ୍ ଭିତରେ କିଛି କର୍ମଚାରୀ ଧାରଣାରେ ବସିଥିଲେ। ସେମାନେ ଗୁଗ୍‌ଲ କ୍ଲାଉଡ୍ ସିଇଓଙ୍କ କାର୍ଯ୍ୟାଳୟକୁ ପ୍ରାୟ ୮ ଘଣ୍ଟା ଧରି ଦଖଲ...

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri