ଏୟାର ଇଣ୍ଡିଆର ଦାୟିତ୍ୱ ସମ୍ଭାଳିବେ ଏନ୍‌ ଚନ୍ଦ୍ରଶେଖରନ୍‌

ନୂଆଦିଲ୍ଲୀ,୧୪।୩: ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କୁ ଏୟାର ଇଣ୍ଡିଆର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୋମବାର ବେସାମରିକ ବିମାନ ଚଳାଚଳର ନିର୍ଦ୍ଦେଶକ ଏହି ସୂଚନା ଦେଇଛନ୍ତି। ଚନ୍ଦ୍ରଶେଖରନ୍‌ ଅକ୍ଟୋବର ୨୦୧୬ରେ ଟାଟା ସନ୍ସ ବୋର୍ଡରେ ସାମିଲ ହୋଇଥିଲେ ଏବଂ ଜାନୁଆରୀ ୨୦୧୭ରେ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ। ସୂଚନାଯୋଗ୍ୟ, ଅକ୍ଟୋବର ୮ରେ ଋଣ ବୋଝ ତଳେ ଦବି ରହିଥିବା ଏୟାର ଇଣ୍ଡିଆକୁ ଟାଟା କମ୍ପାନୀ ନିଜ ଅଧିନକୁ ନେଇଥିଲା। ଏହାପରେ ଏହାର ଅଧ୍ୟକ୍ଷ ସନ୍ଧାନ ଚାଲିଥିଲା। ସୋମବାର ଆୟୋଜିତ ହୋଇଥିବା ଏକ ବୋର୍ଡ ମିଟିଂରେ ଏହି ଶୀର୍ଷ ପଦବୀ ପାଇଁ ଏନ୍‌ ଚନ୍ଦ୍ରଶେଖରନ୍‌ଙ୍କ ନିଯୁକ୍ତିକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ସାଧାରଣ ନାଗରିକଙ୍କୁ ହତ୍ୟା କଲେ ମାଓବାଦୀ

ନାଗପୁର,୨।୧୨: ମହାରାଷ୍ଟ୍ର ଗଡଚିରୋଲି ଗଁାରେ ମାଓବାଦୀ ପୁଣି ଥରେ ନିଜର ଉପସ୍ଥିତି ଜାହିର କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଗଡଚିରୋଲିର ପୁରାସ୍ଲାଗୋନ୍ଧି ଗଁ।ରେ ୨ଜଣ ସାଧାରଣ...

ଭାଜପା ଏମପିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୧୯ ।୭: ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରୋରି ଲାଲ ମିଣାଙ୍କୁ ଏକ ପତ୍ର ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି । ଏ ସମ୍ପର୍କରେ ସେ...

ପରଲୋକରେ କନ୍ନଡ ଅଭିନେତା ରାଜେଶ

ବେଙ୍ଗାଲୁରୁ,୧୯।୨: କନ୍ନଡ ସିନେମାର ଭେଟେରାନ ଅଭିନେତା ରାଜେଶଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା। ଶନିବାର ବେଙ୍ଗାଲୁରୁର ଏକ ଘରୋଇ ହସ୍ପିଟାଲରେ...

ଜ୍ୟୋତିଷ ଶାସ୍ତ୍ରର ପ୍ରବଳ ବିଶ୍ୱାସୀ ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ଜ୍ୟୋତିଷ ଶାସ୍ତ୍ରକୁ ଖୁବ୍‌ ମାନନ୍ତି। ଏଥି ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ସରକାରରେ ସେ ବୈଷୟିକ...

ଆରମ୍ଭ ହେଲା ଅକ୍ସିଜେନ୍‌ ବ୍ୟାଙ୍କ: ୨୫୦୦ ପୈଠ କରି ନିଅନ୍ତୁ ସିଲିଣ୍ଡର…

ନୋଏଡା,୧୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ସୃଷ୍ଟି ହୋଇଥିବା ଅକ୍ସିଜେନ୍‌ ଅଭାବ ସ୍ଥିତିକୁ ଅଧିକ ଜଟିଳ କରିଛି। ନୋଏଡାରେ...

ଇଭିଏମ୍‌ ବିରୋଧରେ ଆବେଦନ ଖାରଜ: ଆବେଦନକାରୀଙ୍କ ଉପରେ ୧୦ହଜାର ଟଙ୍କା ଜରିମାନା ଲଗାଇଲେ ହାଇକୋର୍ଟ

ନୂଆଦିଲ୍ଲୀ,୩।୮: ଇଲେକ୍ଟ୍ରୋନିକ୍‌ ଭୋଟିଂ ମେସିନ(ଇଭିଏମ)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ପ୍ରତ୍ୟାଖ୍ୟାନ କରି ଦିଲ୍ଲୀ ହାଇକୋର୍ଟ କହିଛନ୍ତି,...

ବଜାରରେ ସୋନିଅର୍‌ ପ୍ଲାଏ ଉଡ୍‌

ଭୁବନେଶ୍ୱର, ୨୦-୭(ବ୍ୟୁରୋ): ସୋନିଅର୍‌ ପ୍ଲାଏ ଉଡ୍‌ର କଟକଠାରେ ବଜାର ପ୍ରବେଶ ହୋଇଛି। ଗତ ୩୦ ବର୍ଷ ଧରି କମ୍ପାନୀ ଗ୍ରାହକଙ୍କୁ ଏହାର ପ୍ରଡକ୍ଟ ଯୋଗାଇ ଆସୁଛୁ।...

ପୁଣି ଥରେ କର୍ନାଟକରେ ୟେଦୁରପ୍ପା ସରକାର: ଆଜି ସନ୍ଧ୍ୟା ୬ଟାରେ ନେବେ ଶପଥ

କର୍ନାଟକ, ୨୬।୭: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ କର୍ନାଟକରେ ବିଏସ୍‌ ୟେଦୁରପ୍ପାଙ୍କ ନେତୃତ୍ୱରେ ପୁଣି ସରକାର ଗଠନ ହେବାକୁ ଯାଉଛି। ଶୁକ୍ରବାର ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ...

Advertisement
Archives

Model This Week