ଫିମି ପକ୍ଷରୁ ଟାଟା ଷ୍ଟିଲ ମାଇନିଂ ସମ୍ମାନିତ

ଭୁବନେଶ୍ୱର,୫।୯: ଫେଡରେଶନ୍‌ ଅଫ୍‌ ଇଣ୍ଡିଆନ୍‌ ମାଇନିଂ ଇଣ୍ଡଷ୍ଟ୍ରିଜ (ଫିମି) ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟାଟା ଷ୍ଟିଲ ମାଇନିଂର ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ଅଭିରାଜ ବାଲଡୋଟା ପରିବେଶ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିଶେଷକରି ପରିବେଶ ଓ ପ୍ରାକୃତିକ ସଂସାଧନର ସଂରକ୍ଷଣ ମାଧ୍ୟମରେ ଦୀର୍ଘସ୍ଥାୟୀ ବିକାଶର ଜାତୀୟ ଲକ୍ଷ୍ୟରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ଅଭିରାଜ ବାଲଡୋଟା ପରିବେଶ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଟାଟା ଷ୍ଟିଲର କର୍ପୋରେଟ୍‌ ଆଫେୟାର୍ସ ବିଭାଗୀୟ ମୁଖ୍ୟ ମନୀଷ ମିଶ୍ର ଓ ରେଗୁଲେଟୋରି ଆଫେୟାର୍ସ ବିଭାଗୀୟ ମୁଖ୍ୟ ଅଙ୍କନ ମିତ୍ର ଉପରୋକ୍ତ ପୁରସ୍କାର ଗ୍ରହଣ କରିଥିଲେ।
ଏ ସମ୍ପର୍କରେ ଟାଟା ଷ୍ଟିଲ ମାଇନିଂର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ଟାଟା ଷ୍ଟିଲ ମାଇନିଂରେ ଆମେ ଶକ୍ତି ସଞ୍ଚୟ, ଜଳ ସଂରକ୍ଷଣ, ଜୈବ ବିବିଧତାର ସୁରକ୍ଷା, ସାଂସ୍କୃତିକ ପରମ୍ପରା ଏବଂ ଦୀର୍ଘସ୍ଥାୟିତ୍ୱର ଅନ୍ୟ ଦିଗରେ ଉନ୍ନତି ଆଣିବା ପାଇଁ କାର୍ଯ୍ୟ କରିଥାଉ। ଆମର କର୍ମଚାରୀମାନେ ଏହି ପ୍ରକ୍ରିୟାର ମୁଖ୍ୟ ଧାରାରେ ଥିବାବେଳେ ଆମ କାର୍ଯ୍ୟକ୍ଷେତ୍ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକମାନେ ଏହି ଲକ୍ଷ୍ୟ ହାସଲ ପାଇଁ ଆମକୁ ସହାୟତା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ଜରିଆରେ ରିଟର୍ନ ଦାଖଲ;ଆୟକର ବିଭାଗ ଜାରି କରିବ ପାନ୍‌

ନୂଆଦିଲ୍ଲୀ,୮-୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଶୁକ୍ରବାର ବଜେଟ ଉପସ୍ଥାପନ କରି ପାନ୍‌ ନ ଥିଲେ ମଧ୍ୟ ଟିକସଦାତା ଆଧାର କାର୍ଡ ଜରିଆରେ ଆୟକର ରିଟର୍ନ...

୨୦୨୩ରୁ ବନ୍ଦ ହେବ ଜନ୍‌ସନ୍‌ ପାଉଡର ବିକ୍ରି

ନୂଆଦିଲ୍ଲୀ,୧୩ା୮: ଆମେରିକାରେ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ୍‌ର ବେବି ପାଉଡର ବିକ୍ରି ବନ୍ଦ ପରେ ବର୍ତ୍ତମାନ ସାରା ବିଶ୍ୱରେ ଏହାର ବିକ୍ରି ବନ୍ଦ ହେବାକୁ ଯାଉଛି। ଏପରିକି...

ଚିନ୍ତା ବଢାଇଲାଣି ତେଳ ଦର; ଜାଣନ୍ତୁ ଦର ବୃଦ୍ଧିର କାରଣ

ନୂଆଦିଲ୍ଲୀ,୨୫।୬: ଘରୋଇ ବଜାରରେ ପ୍ରଥମ ଥର ପାଇଁ ପେଟ୍ରୋଲଠାରୁ ଡିଜେଲର ଦର ମହଙ୍ଗା ହୋଇଛି। ବୁଧବାର ଡିଜେଲ ଉପରେ ଲିଟର ପିଛା ଦର ୪୮ ପଇସା...

ଅଂଶୁଲା କାନ୍ତ ହେବେ ବିଶ୍ୱବ୍ୟାଙ୍କ ଏମ୍‌ଡି

ନୂଆଦିଲ୍ଲୀ,୧୩।୭: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଏମ୍‌ଡି ଅଂଶୁଲା କାନ୍ତଙ୍କୁ ବିଶ୍ୱ ବ୍ୟାଙ୍କର ଏମ୍‌ଡି ତଥା ଚିଫ୍‌ ଫାଇନାନସିଆଲ ଅଫିସର(ସିଏଫ୍‌ଓ) ଭାବେ ନିଯୁକ୍ତ କରାଯାଇଛି। ବିଶ୍ୱ ବ୍ୟାଙ୍କ...

୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ...

ଜିଓର ଦୁଇ ନୂଆ ପ୍ଲାନ୍‌

ନୂଆଦିଲ୍ଲୀ,୨୮।୩: ଚଳିତବର୍ଷର ଆଇପିଏଲ୍‌ ସିଜନ ପାଇଁ ଜିଓ ପକ୍ଷରୁ ଆଇପିଏଲ୍‌ପ୍ରେମୀଙ୍କ ପାଇଁ ଦୁଇଟି ନୂଆ ପ୍ଲାନ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ଡିଜ୍‌ନି+ହଟ୍‌ଷ୍ଟାର୍‌ ମୋବାଇଲ୍‌ ସବ୍‌ସ୍କ୍ରିପ୍‌ସନ୍‌ ସହିତ...

କ୍ୱିକ୍‌ ହିଲ୍‌ ପକ୍ଷରୁ ସୁରକ୍ଷା ପଦକ୍ଷେପ

ଭୁବନେଶ୍ୱର,୧୬।୨: ଆଇଟି ସୁରକ୍ଷା ଏବଂ ଡାଟା ସଂରକ୍ଷଣ ସୁବିଧା ପ୍ରଦାନ କରୁଥିବା କମ୍ପାନୀ କ୍ୱିକ ହିଲ୍‌ ଟେକ୍ନୋଲୋଜି ପକ୍ଷରୁ ଆନୁଆଲ ଥ୍ରେଟ୍‌ ରିପୋର୍ଟ ୨୦୨୦ ପ୍ରକାଶ...

ପୁରୁଣା ନୋଟ୍‌ ବନ୍ଦ ପାଇଁ ଆର୍‌ବିଆଇର ଯୋଜନା!

ନୂଆଦିଲ୍ଲୀ,୨୪ା୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ମଧ୍ୟ ଆର୍‌ବିଆଇର ଜଣେ...

Advertisement
Archives

Model This Week